ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ ପାଉଛନ୍ତି ମଧ୍ୟାହ୍ନ ଭୋଜନ।

ମୁଖ୍ୟମନ୍ତ୍ରୀ ଆଜି କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ରେ ଯୋଗ ଦେଇ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଓ ଐତିହ୍ୟ ସ୍କୁଲ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହାସହିତ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପ୍ରତି ପିଲା ପିଛା ଏକ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ରାଜ୍ୟର ପ୍ରାୟ ୫୦ହଜାରରୁ ଅଧିକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବଢୁଥିବା ପ୍ରାୟ ୪୩ଲକ୍ଷ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri