ଗ୍ୟାସ ନିଆଁରେ ପୋଡି ହୋଇ ଜଣେ ଗୁରୁତର

ହିଞ୍ଜିଳିକାଟୁ, ୬।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆମ୍ବିଳାପଲ୍ଲୀ ଗାଁରେ ସୋମବାର ସାରେ ଅଗ୍ନିକାଣ୍ଡ ଘଟିଛି। ରୋଷେଇ କଲାବେଳେ ଗ୍ୟାସରେ ନିଆଁ ଲାଗି ଜଣେ ଗୁରୁତର ହୋଇଛନ୍ତି। ଆହତ ଜଣଙ୍କ ହେଲେ ବିଚିତ୍ର ବେହେରା (୩୫) । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

 

Dharitri — Odisha’s No.1 Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ପରିବାରର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri