ଏକତରଫା ପ୍ରେମରେ ପଡ଼ିଲା ରକ୍ତର ଛିଟା

ଭଞ୍ଜନଗର,୧୪।୭: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ବିବାହିତା ମହିଳାଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାରୁ ହତ୍ୟା ଉଦ୍ୟମ କରିଥିଲେ। ପରେ ସେ ନିଜେ ଆତ୍ମହତ୍ୟା କରିଛନ୍ତି । ଏ ନେଇ ଭଞ୍ଜନଗର ଥାନାରେ କୌଣସି ଅଭିଯୋଗ ହୋଇନାହିଁ ।

ମିଳିଥିବା ସୂଚନା ମୁତାବକ, ଗତ ମାସରେ ଯୁବତୀଙ୍କ ବିବାହ ହୋଇଥିଲା। ବୁଧବାର ସେ ତାଙ୍କ ବାପା ଘରକୁ ଆସିଥିଲେ । ରାତିରେ ଯୁବକ ଜଣଙ୍କ ତାଙ୍କ ଘରକୁ ଯାଇଥିବା ବେଳେ ମହିଳା ତାଙ୍କୁ ବିରୋଧ କରିଥିଲେ । ଏଥିରେ ଯୁବକ ଜଣକ ଉତ୍ୟକ୍ତ ହୋଇ ତାଙ୍କୁ ବ୍ଲେଡ଼ରେ ଆକ୍ରମଣ କରିଥିଲେ । ପରେ ନିଜେ ବିଷ ପିଇ ଦେଇଥିଲେ। ଉଭୟଙ୍କୁ ପରିବାର ଲୋକେ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲକୁ ଆଣିଥିଲେ । ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଯାଇଥିଲା। ସେଠାରେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବତୀଙ୍କୁ ତାଙ୍କ ପରିବାର ଲୋକେ ଅନ୍ୟତ୍ର ଚିକିତ୍ସା ପାଇଁ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ବାପ, ଝିଅଙ୍କ ଜୀବନ

ବାଲିଗୁଡା,୬।୭(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଜକିକିଆ ନିକଟ ୫୯ନଂ. ଜାତୀୟ ରାଜପଥରେ ସୋମବାର ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକରେ ବସିଥିବା...

ତୀର୍ଥ ପୁଷ୍କରଣୀରେ ବୁଡ଼ି ବାଳକଙ୍କ ଜୀବନ ଗଲା

କୋଣାର୍କ,୨୮ା୩(ଡି.ଏନ୍‌.ଏ.)- କୋଣାର୍କ ଥାନା ଅଧୀନସ୍ଥ ଚନ୍ଦ୍ରଭାଗା ତେଲୁଗୁ ବସ୍ତିର ୧୦ବର୍ଷର ବାଳକ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ଗାଧୋଉଥିବା ବେଳେ ବୁଡିଯାଇ ମୃତ୍ୟୁ କରିିଛି। ସୂଚନାଯୋଗ୍ୟ, ଚନ୍ଦ୍ରଭାଗା...

ବାପା, ପୁଅଙ୍କୁ ଆକ୍ରମଣ

ବଇଣ୍ଡା, ୫ା୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ବନମାଳୀପୁର ଗ୍ରାମର ଦୁଷ୍ମନ୍ତ ବେହେରା ଓ ତାଙ୍କ ବାପା ସଞ୍ଜୟ ବେହେରାଙ୍କୁ ସେହି ଗ୍ରାମର ସହଦେବ ଦେହୁରୀ...

ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ହେଲେ ପିସିସି ସଦସ୍ୟ

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ ସୋମବାର ମନୋନୀତ ହୋଇଛନ୍ତି। ପ୍ରଫୁଲ୍ଲ ପୂର୍ବରୁ...

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ...

ଓଡ଼ିଶାକୁ ରେଳ ଅନୁଦାନ ହ୍ରାସ

ଭୁବନେଶ୍ୱର,୬ା୨: ଚଳିତ ବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏହା ଗତ...

ଗାଙ୍ଗପୁର ଥାନାକୁ ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଆୱାର୍ଡ

ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ...

କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ...

Advertisement
Archives

Model This Week