Posted inଫୁରସତ

ସ୍କୁଲରେ ଜଣେ ଛାତ୍ରକୁ ଜଣେ ଶିକ୍ଷକ

ଓ୍ବାଶିମ୍‌: ମହାରାଷ୍ଟ୍ର ଓ୍ବାଶିମ୍‌ ଜିଲାର ଏକ ଛୋଟିଆ ଗାଁ ଗଣେଶପୁର। ସେଠାରେ ପାଖାପାଖି ୨୦୦ ଲୋକ ବାସ କରନ୍ତି। ଗାଁରେ ଏକ ଜିଲା ପରିଷଦ ପ୍ରାଇମେରୀ ସ୍କୁଲ ରହିଛି, ଯେଉଁଠାରେ ଜଣେ ଶିକ୍ଷକ ଥିବାବେଳେ ଜଣେ ଛାତ୍ର ସେହି ସ୍କୁଲରେ ପାଠ ପଢ଼ୁଛନ୍ତି। ବିଦ୍ୟାଳୟରେ ପ୍ରଥମରୁ ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପାଠ ପଢ଼ାଯାଉଥିବାବେଳେ ସେହି ବୟସ ବର୍ଗର କୌଣସି ପିଲା ଆଉ ଗଣେଶପୁରରେ ନାହାନ୍ତ, ଯେଉଁଥି ପାଇଁ ସ୍କୁଲରେ କାର୍ତ୍ତିକ ଶେଗୋକାର ଏକାକୀ ପାଠ ପଢ଼ୁଛନ୍ତି। କାର୍ତ୍ତିକ ପ୍ରତ୍ୟେକ ଦିନ ସ୍କୁଲ ଯାଆନ୍ତି। ସେ ୩ୟ ଶ୍ରେଣୀର ଛାତ୍ର ଅଟନ୍ତି। ତାଙ୍କୁ ପଢ଼ାଉଥିବା ଶିକ୍ଷକ କିଶୋର ମନକରଙ୍କୁ ପ୍ରତ୍ୟେକ ଦିନ ୨୪ କିଲୋମିଟର ଯିବା ଆସିବା କରିବାକୁ ପଡ଼ୁଛି। ଦୁହେଁ ପ୍ରତିଦିନ ସକାଳ ୧୦ଟାରେ ସ୍କୁଲରେ ପହଞ୍ଚନ୍ତି। ପ୍ରାର୍ଥନା ସାଙ୍ଗକୁ ଦୁହେଁ ପ୍ରଥମେ ଜାତୀୟ ସଙ୍ଗୀତ ଗାନ କରନ୍ତି। ଏହାପରେ କିଶୋର ପାଠ ପଢ଼େଇବା ଆରମ୍ଭ କରନ୍ତି। ଦୁଇବର୍ଷ ପୂର୍ବେ ସ୍କୁଲରେ କାର୍ତ୍ତିକଙ୍କ ନାମ ଲେଖାଯାଇଥିବାବେଳେ ତା’ ପରଠାରୁ କୌଣସି ପିଲାଙ୍କ ଆଡ୍‌ମିଶନ୍‌ କରାଯାଇ ନ ଥିବା କିଶୋର କହିଛନ୍ତି। ସ୍କୁଲରେ ପିଲା ନ ଥାଇ ସୁଦ୍ଧା ଅନ୍ୟ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ସରକାରଙ୍କ ତରଫରୁ ମିଳୁଥିବା ସମସ୍ତ ସୁବିଧା କାର୍ତ୍ତିକଙ୍କୁ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri