ଦୁଇ ସଉତୁଣୀ କଳି ଲାଗି ଜଣେ କଲେ ଆତ୍ମହତ୍ୟା

ପାଟଣା,୧୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଖିଞ୍ଚିବେଡ଼ା ଗ୍ରାମର ମୁଣ୍ଡାସାହିରେ ଅଭାବନୀୟ ଘଟଣା ଘଟିଛି। ଶନିବାର ସକାଳୁ ଘର ଭିତରୁ ବିଷ୍ଣୁ ମୁଣ୍ଡାଙ୍କ ଦ୍ୱିତୀୟ ସ୍ତ୍ରୀ ରୀନା ମୁଣ୍ଡା (୩୫)ଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ପିନ୍ଧା ଲୁଗାରେ ଘର ରୁଅରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ, ଗ୍ରାମର ବିଷ୍ଣୁ ମୁଣ୍ଡା ୧୨ ବର୍ଷ ତଳେ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀ ଛାଡ଼ି ପଳାଇବା ପରେ ସେ ରୀନାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ୨ ଦିନ ତଳେ ଗ୍ରାମରେ ଏକ ଭୋଜିରେ ଦୁଇ ସଉତୁଣୀଙ୍କ ଦେଖା ହେବା ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ମାନସିକ ଭାରସାମ୍ୟ ହରାଇ ରୀନା ଶୁକ୍ରବାର ବିଳମ୍ବିତ ରାତିରେ ପିନ୍ଧା ଲୁଗାକୁ ବେକରେ ଲଗାଇ ଘର ଭିତରେ ଆତ୍ମହତ୍ୟା କରିଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ମିଳିଲାଣି ବିପୁଳ ସମ୍ପତ୍ତି, ଦେଖିକି ତାଜୁବ ହେଲା ଭିଜିଲାନ୍ସ

କୋରାପୁଟ, ୧୯ା୬ (ଅମିତାଭ ବେହେରା ): କୋରାପୁଟ ଜିଲାର କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ସତ୍ୟନାରାୟଣ ସେଠୀଙ୍କ ବିରୋଧରେ ଆୟବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଭିଜିଲାନ୍ସ…

ରାସ୍ତା ନିର୍ମାଣ ପାଇଁ ସରିଲା ଜମି ଅଧିଗ୍ରହଣ, ଉଚ୍ଛେଦ ପାଇଁ ସମୟ ମାଗିଲେ ଗ୍ରାମବାସୀ, କହିଲେ ସମ୍ପୂର୍ଣ୍ଣ ଟଙ୍କା…

କେସିଙ୍ଗା,୧୯ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗାରୁ ଜୁନାଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବାକୁଥିବା ଫୋର୍‌ ଲେନ୍‌ ରାସ୍ତା କାମ ପାଇଁ ଜମି ଅଧିଗ୍ରହଣ ଶେଷ ହୋଇଛି। ଜାତୀୟ ରାଜପଥ…

SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

ବୌଦ୍ଧ,୧୯।୬: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ…

କଳସ ଯାତ୍ରାରେ ସାମିଲ ହେଲେ ହଜାର ହଜାର ମହିଳା ପୁରୁଷ: ହରିବୋଲ, ହୁଳହୁଳିରେ କମ୍ପିଲା ନଦୀ ଘାଟ

ଗଞ୍ଜାମ ,୧୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଆରମ୍ଭ…

ଟେଲିଗ୍ରାମ୍‌ ବ୍ୟାନ୍‌ ବିବାଦ ଭିତରେ ଆସିଲା ବଡ଼ ଖବର, ଭାରତରେ ସୋସିଆଲ ମିଡିଆ ଉପରେ ଲାଗିପାରେ ବ୍ୟାନ!

ନୂଆଦିଲ୍ଲୀ,୧୯।୬: ଆଜିକାଲି ସୋସିଆଲ ମିଡିଆ ଶିଶୁ ଏବଂ କିଶୋରମାନଙ୍କ ଜୀବନର ଏକ ବଡ଼ ଅଂଶ ପାଲଟିଗଲାଣି। କିନ୍ତୁ ଏହାର ବଢୁଥିବା ବ୍ୟବହାର ସାରା ବିଶ୍ୱର ସରକାରମାନଙ୍କ ଚିନ୍ତା…

ବାରହା ଶିକାର ପାଇଁ ଭିଡୁଥିଲେ ବୋମା, ବିସ୍ଫୋରଣ ଘଟି ଛିଣ୍ଡିଗଲା ଯୁବକଙ୍କ ୨ ପାପୁଲି

ପରଜଙ୍ଗ, ୧୯ା୬ (ନିଗମାନନ୍ଦ ଦଳବେହେରା): ଜଙ୍ଗଲରୁ ବାରହା ଶିକାର କରିବା ପାଇଁ ବୋମା ତିଆରି ବେଳେ ବିସ୍ଫୋରଣ ଘଟି ଜଣେ ଯୁବକଙ୍କ ୨ ପାପୁଲି ଛିଣ୍ଡି ଯାଇଥିବା…

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ…

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri