Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍‌ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଆତ୍ମସମର୍ପଣ ପାଇଁ ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ସେଠାରୁ ଗୋଳା ବାରୁଦ ଆଦି ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଦର ବୃଦ୍ଧିକୁ ନେଇ ସାଇକେଲ ଚଳାଇ ପ୍ରତିବାଦ କଲେ ଏହି ନେତା

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୯।୬: କରୋନା ସଙ୍କଟ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏହାର ଦର ବୃଦ୍ଧିକୁ ନେଇ ଦେଶର ବିଭିନ୍ନ...

ଅପରାଧିଙ୍କ ସହ ପ୍ରଥମ ରାତି କାଟିଲେ ଅଭିନେତ୍ରୀ

କୋଟା,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଇଥିବା ମହଙ୍ଗା ପଡିଛି। ଏହି ମାମଲାରେ ତାଙ୍କୁ...

‘ବାୟୁ’ ପାଇଁ ଭୟ ନାହିଁ ଘରକୁ ଫେରିି ପାରିବେ ସୁରକ୍ଷିତ ସ୍ଥାନରେ ଥିବା ଲୋକେ: ରୂପାନି

ଗାନ୍ଧୀନଗର,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ଏବେ ଆଉ ଗୁଜରାଟ ପ୍ରତି ବିପଦ ସୃଷ୍ଟି କରିବ ନାହିଁ। ଏହା ତା’ର ଦିଗ ବଦଳାଇ ସାରିଛି। ଏହା ପଶ୍ଚିମ...

ଯବାନ ଅବା ଚାଷୀ ନୁହନ୍ତି, ମୋଦିଙ୍କ ପାଇଁ ଶ୍ରେଷ୍ଠ କେବଳ ଉଦ୍ୟୋଗପତି: ରାହୁଲ

ନୂଆଦିଲ୍ଲୀ,୮।୨: କେନ୍ଦ୍ର ସରକାରଙ୍କୁ କଂଗ୍ରେସ ଲଗାତାର ଘରିବାର ଉଦ୍ୟମ କରୁଛି। ଏହି ମର୍ମରେ କେନ୍ଦ୍ର ବଜେଟକୁ ନେଇ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ୍‌ୁ ଟାର୍ଗେଟ୍‌...

ଭଣ୍ଡୁର ହେବାକୁ ଦିଆଯିବନି

ନୂଆଦିଲ୍ଲୀ, ୧୩।୧୨ :ଶୀତ କାକର ସହି ମରିବୁ ପଛେ ପଛଘୁଞ୍ଚା ଦେବୁନାହିଁ । ଚାଷୀ ଆନ୍ଦୋଳନକୁ ଭଣ୍ଡୁର କରିବା ପାଇଁ କେନ୍ଦ୍ରର ଉଦ୍ୟମକୁ ସଫଳ ହେବାକୁ...

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର...

ବାରାକ ଓବାମାଙ୍କ ପୁସ୍ତକରେ ରାହୁଲ, ମନମୋହନଙ୍କ ବିଷୟରେ ଆଲୋଚନା

ଓ୍ବାଶିଂଟନ,୧୩।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ନୂତନ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ୍‌’ ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ଓବାମାଙ୍କ ନୂତନ ପୁସ୍ତକରେ କେରଳର...

ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କଲେ ମାଡ୍ରାସ ହାଇକୋର୍ଟ

ଚେନ୍ନାଇ,୨୪।୧: ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ନେଇ ଶୁକ୍ରବାର ମାଡ୍ରାସ ହାଇକୋର୍ଟ ଶୁଣାଣି କରି ଉକ୍ତ ମାମଲାକୁ ଖାରଜ କରି ଦେଇଛନ୍ତି।...

Advertisement


Archives

Model This Week