Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ମୃତଦେହ ନେଇଗଲେ ସାଥୀ ଆତଙ୍କବାଦୀ

ଜମ୍ମୁ,୨୩।୧୨: ଜମ୍ମୁ ଅଖନୁର ଖୋର୍‌ ସେକ୍ଟର ଅଞ୍ଚଳରେ ୪ଜଣ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ଯବାନ ଏହାକୁ ପଣ୍ଡ କରିଦେଇଛନ୍ତି। ଏପରିକି ଯବାନଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଅଧିକାରୀମାନେ କହିଛନ୍ତି।

ଅଧିକାରୀଙ୍କ ସୂଚନା ମୁତାବକ, ୪ଜଣ ସଶସ୍ତ୍ର ଆତଙ୍କବାଦୀ ଅଖନୁର ଖୋର୍‌ ସେକ୍ଟର ଅଞ୍ଚଳରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ଫଳରେ ଯବାନଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଧରିବା ପାଇଁ ଅପରେଶନ ଆରମ୍ଭ ହୋଇଥିଲା। ସେତିକିବେଳେ ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ହେଲେ ସାଥୀ ଆତଙ୍କବାଦୀମାନେ ମୃତଦେହ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣା ସ୍ଥଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri