Posted inଖେଳ

T20 World Cup: ଭାରତ-ପାକିସ୍ତାନ ମ୍ୟାଚର ଗୋଟିଏ ଟିକେଟ୍‌ ଦାମ୍‌ ୧୬ଲକ୍ଷରୁ ଅଧିକ, ଆଇପିଏଲର ପୂର୍ବ ଚେୟାରମ୍ୟାନ ICC ଉପରେ ଝାଡିଲେ ଅସନ୍ତୋଷ

ନୂଆଦିଲ୍ଲୀ,୨୩।୫: ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଜୁନ ୫ରେ ଭାରତ ଆୟର୍ଲାଣ୍ଡକୁ ସାମ୍ନା କରିବ। ଏହା ପରେ ଜୁନ ୯ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ହେବାକୁ ଯାଉଛି, ଯାହାକୁ ସାରା ବିଶ୍ୱର କ୍ରିକେଟ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ଏହି ମ୍ୟାଚର ଟିକେଟ ମୂଲ୍ୟ ୧୬.୬୦ ଲକ୍ଷ ଟଙ୍କା ଅତିକ୍ରମ କରିଛି, ଯାହାକୁ ନେଇ କ୍ରିକେଟ ପ୍ରଶଂସକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି କ୍ରମରେ ଆଇପିଏଲର ପ୍ରଥମ ଅଧ୍ୟକ୍ଷ ଲଲିତ ମୋଦି ମଧ୍ୟ ଆଇସିସିକୁ ନିନ୍ଦା କରିଛନ୍ତି।

ଲଲିତ ମୋଦି ସୋସିଆଲ ମିଡିଆରେ କହିଛନ୍ତି, ଆମେରିକାରେ ବିଶ୍ୱକପ ଆୟୋଜନ କରିବାର କାରଣ ହେଉଛି ଏହି ଖେଳର ଲୋକପ୍ରିୟତା ବଢାଇବା ଓ ନୂଆ ପ୍ରଶଂସକ ସୃଷ୍ଟି କରିବା। କିନ୍ତୁ ଏପରି ନୁହେଁ ଯେ ଗେଟ କଲେକ୍ସନରୁ ଟଙ୍କା ରୋଜଗାର କରିବା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କମାଲ୍‌ କଲେ ମନ୍ଧାନା: ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟେଇଲା ଭାରତ

ବେଙ୍ଗାଲୁରୁ, ୧୬ା୬: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୪୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଏମ୍‌....

ସ୍କଟ୍‌ଲାଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ: ସୁପର-୮ରେ ପହଞ୍ଚିଲା ଇଂଲଣ୍ଡ

ଗ୍ରସ୍‌ ଆଇଲେଟ୍‌,୧୫ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ସ୍କଟ୍‌ଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଏହି ପରାଜୟ ସହିତ ସ୍କଟ୍‌ଲାଣ୍ଡ ଟୁର୍ନାମେଣ୍ଟରୁ ବିଦାୟ ନେଇଥିବା ବେଳେ...

ଟି-୨୦ ବିଶ୍ୱକପ ଚାଲିଥିବାବେଳେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୧୬।୬: ଟି-୨୦ ବିଶ୍ୱକପ ୨୦୨୪ ଚାଲିଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଦୁଇଟି ଦଳ ପାଇଁ ଖେଳିଥିବା ଷ୍ଟାର ଅଲରାଉଣ୍ଡର ଡେଭିଡ ଓ୍ବିଜେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି।...

ଟି-୨୦ ବିଶ୍ୱକପର ସୁପର୍‌-୮ରେ କାହାକୁ ଭେଟିବ ଟିମ୍‌ ଇଣ୍ଡିଆ: ଜାଣନ୍ତୁ କାର୍ଯ୍ୟସୂଚୀ

ନ୍ୟୁୟର୍କ,୧୬।୬: ଇଂଲଣ୍ଡ ଦଳ ଶେଷରେ ଟି-୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଛି। ଏପର୍ଯ୍ୟନ୍ତ ୭ଟି ଦଳ ସୁପର ୮...

ଇତିହାସ ରଚିବାକୁ ଯାଉଛନ୍ତି ହିଟ୍‌ମ୍ୟାନ୍‌: ଟି-୨୦ରେ ଏମିତି ହାସଲ କରିବାରେ ହେବେ ପ୍ରଥମ ବ୍ୟାଟ୍ସମ୍ୟାନ୍‌

ନ୍ୟୁୟର୍କ,୧୬।୬: ଭାରତୀୟ ଦଳ ଆଫଗାନିସ୍ତାନ ସହିତ ଜୁନ ୨୦ରେ ଟି-୨୦ ବିଶ୍ୱକପ ୨୦୨୪ର ସୁପର ୮ ରାଉଣ୍ଡରେ ଖେଳିବ। ସୁପର ୮ ରାଉଣ୍ଡରେ ଭାରତକୁ ତିନୋଟି...

ରାହୁଲ ଦ୍ରାଭିଡଙ୍କ ସ୍ଥାନ ନେବେ ଗୌତମ ଗମ୍ଭିର…ହେବେ ଟିମ ଇଣ୍ଡିଆର ନୂଆ ହେଡ କୋଚ! ଜାଣନ୍ତୁ କେବେ ହେବ ଘୋଷଣା

ନୂଆଦିଲ୍ଲୀ,୧୬।୬: ଟି -୨୦ ବିଶ୍ୱକପ ୨୦୨୪ ଶେଷ ହେବାକୁ ଯାଉଛି। ଭାରତର ନୂତନ କୋଚ ସମ୍ପର୍କରେ ଆଲୋଚନା ମଧ୍ୟ ତୀବ୍ର ହେବାରେ ଲାଗିଛି। ବର୍ତ୍ତମାନର ପ୍ରଶିକ୍ଷକ...

ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବିଦା ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ...

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଏଣ୍ଟ୍ରି ମାରିଲେ ୭ଟିମ୍‌, ୮ ନମ଼୍ବରରେ କିଏ?

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ରେ ସୁପର ୮ ପାଇଁ ୭ଟି ଟିମ୍‌ ସ୍ଥାନ ପକ୍କା କରିଛନ୍ତି। ସେମାନଙ୍କ ମଧ୍ୟରେ ଆମେରିକା, ଭାରତ, ୱେଷ୍ଟ-ଇଣ୍ଡିଜ୍‌, ଇଂଲଣ୍ଡ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri