ଘରେ ପଶି ଦୁଇ ମହିଳାଙ୍କୁ ହାଣିଲେ

କଣ୍ଟାବାଞ୍ଜି, ୧୧ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାରେ ଗଣପର୍ବ ନୂଆଁଖାଇ ଶନିବାର ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଥିଲା। ହେଲେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଜମିଦାରପଡାରେ ଘଟିଛି ଏକ ହତ୍ୟାକାଣ୍ଡ। ଦୁର୍ବୃତ୍ତମାନେ କପଡା ବ୍ୟବସାୟୀ ବିନୋଦ ଜୈନଙ୍କ ଘରେ ପଶି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି।

ମୃତକ ହେଲେ ମଞ୍ଜୁଦେବୀ ଜୈନ(୫୧)। ଦୁର୍ବୃତ୍ତଙ୍କ ଆକ୍ରମଣରେ ବିନୋଦଙ୍କ ବଡ଼ଭଉଣୀ କାନୁନ କୁମାରୀ ଜୈନ(୫୫) ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଲୁଟ୍‌ ଉଦ୍ଦେଶ୍ୟରେ ଏକାଧିକ ବ୍ୟକ୍ତି ଏହି ଘଟଣା ଘଟାଇଥିବା ସନ୍ଦେହ କରାଯାଉଛି। ତେବେ ଘଟଣା ଘଟିବାର ବହୁ ବିଳମ୍ବରେ ପୋଲିସ ପହଞ୍ଚତ୍ବାରୁ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ବଙ୍ଗୋମୁଣ୍ଡା ଥାନାରେ କେହି ଅଧିକାରୀ ନ ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଥିଲେ। ଖବର ପାଇ ଟିଟିଲାଗଡ ଏସ୍‌ଡିପିଓ ସୁରେନ୍ଦ୍ର ନାଥ ଶତପଥୀ, କଣ୍ଟାବାଞ୍ଜି ଥାନା ଅଧିକାରୀ ସତ୍ୟଜିତ କାଣ୍ଡେଲକର ବଲାଙ୍ଗୀର ସାଇଣ୍ଟିଫିକ ଦଳ ସହ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ...

ହେଭିୱେଟ୍‌ ନେତାଙ୍କୁ ବାଦ୍‌ ଦେବା ଚକ୍ରାନ୍ତ

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ପୌରପାଳିକା ନିର୍ବାଚନ ପାଇଁ ୩୧ଟି ୱାଡର୍ର୍କୁ ନେଇ ସୀମା ନିର୍ଦ୍ଧାରଣ ସାଙ୍ଗକୁ ଆସନ ସରଂକ୍ଷଣ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ...

ପଲିଥିନ୍‌ ବଣ୍ଟନରେ ଅନିୟମିତତା : ତହସିଲ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୨୦ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଶାନ୍ତପୁର ପଞ୍ଚାୟତରେ ଫନି ବାତ୍ୟା କ୍ଷତିଗ୍ରସ୍ତକୁ ପଲିଥିନ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ନିଶ୍ଚିନ୍ତକୋଇଲି ତହସିଲ...

ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ

ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ...

ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ...

ସିଏମ୍‌ସି ଡେପୁଟି ମେୟର ନିର୍ବାଚନ: ସମ୍ମିଳନୀ କକ୍ଷ ଛାଡ଼ି ପଳାଇଲେ ଭାଜପା, କଂଗ୍ରେସ

କଟକ ଅଫିସ,୭ା୪: ସିଏମ୍‌ସି ଡେପୁଟି ମେୟର ନିର୍ବାଚନକୁ ଭାଜପା ଓ କଂଗ୍ରେସର ବୟକଟ। ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ପଳାଇଛନ୍ତି ଭାଜପା ଓ କଂଗ୍ରେସ କାଉନସିଲର।...

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ...

ଅନ୍‌ଲାଇନ୍‌ରେ ସେମିଷ୍ଟର ପରୀକ୍ଷା ଦାବି, ଆନ୍ଦୋଳନକୁ ଓହ୍ଲାଇଲା ଛାତ୍ର କଂଗ୍ରେସ

ବରଗଡ଼,୪ା୯: ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ୬ଷ୍ଠ ସେମିଷ୍ଟର ପରୀକ୍ଷା ଅଫ୍‌ଲାଇନରେ କରିବାକୁ ନିଷ୍ପତ୍ତି ନେଇଛି। ବିଶ୍ବବିଦ୍ୟାଳୟର ଏହି ନିଷ୍ପତ୍ତିକୁ ବରଗଡ଼ ଜିଲା ଛାତ୍ର କଂଗ୍ରେସ...

Advertisement
Archives

Model This Week