ଯୁଦ୍ଧକୁ ଏକ ବର୍ଷ: ଆରମ୍ଭରୁ ବିରୋଧ ସତ୍ତ୍ୱେ ରୁଷିଆରେ ଆହୁରି ମଜଭୁତ ହେଲେ ପୁଟିନ

ମସ୍କୋ,୨୨ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୪ ଫେବୃୟାରୀରେ ବର୍ଷେ ପୂରଣ ହେବାକୁ ଯାଉଛି । ଶକ୍ତିଶାଳୀ ରୁଷିଆକୁ ୟୁକ୍ରେନ୍ ଯଦିଓ କଡା ଜବାବ ଦେଇ ପାରିନି ହେଲେ ମଜଭୁତ ଭାବେ ସାମ୍ନା କରିଛି । ଆଶା କରାଯାଉଥିବା ଠାରୁ ଅଧିକ ଦିନ ଚାଲିଥିବା ଏହି ଯୁଦ୍ଧରେ ରୁଷିଆକୁ ଝଟ୍‌କା ପରେ ଝଟ୍‌କା ଲାଗିଛି, ହେଲେ ଘରୋଇ ରାଜନୀତିରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଛବି ଉପରେ କୌଣସି ପ୍ରଭାବ ପଡି ନାହିଁ । ବରଂ ସେ ଆହୁରି ଶକ୍ତିଶାଳୀ ହୋଇଯାଇଛନ୍ତି ।
ରାଷ୍ଟ୍ରପତି ପୁଟିନଙ୍କ ୟୁକ୍ରେନ୍ ଉପରେ ଆକ୍ରମଣ କରିବାକୁ ପ୍ରେରିତ କରିଥିବା ଯେଉଁ ଅଭିଯୋଗ, ଅସନ୍ତୋଷ ଏବଂ ସାମ୍ରାଜ୍ୟବାଦୀ ମାନସିକତା ଥିଲା ତାହା ଏବେ ରୁଷିଆ ଲୋକଙ୍କ ଜୀବନରେ ଗଭିର ଭାବେ ଜଡିତ ହୋଇଯାଇଛି । ରୁଷିଆର କୌଣସି ସ୍ଥାନରେ ପୁଟିନଙ୍କୁ ବିରୋଧ କରାଯାଉନାହିଁ, ବରଂ ଲୋକେ ତାଙ୍କୁ ସମର୍ଥନ କରୁଛନ୍ତି ।
ୟୁକ୍ରେନ୍ ଯୁଦ୍ଧର ଆରମ୍ଭରେ ପୁଟିନକୁ ନିରବଚ୍ଛିନ୍ନ ଭାବେ ବିରୋଧ କରାଯାଉଥିଲା । ମାନବାଧିକାର କର୍ମୀ ତଥା ଉଦାରବାଦୀମାନେ ସେମାନଙ୍କ ବିରୁଦ୍ଧରେ ଠିଆ ହେଉଥିଲେ ଏବଂ ପ୍ରେକ୍ଷାଳୟରେ ଯୁଦ୍ଧ ବିରୋଧି ନାଟକ ମଧ୍ୟ ମଞ୍ଚସ୍ଥ ହୋଇଥିଲା । ହେଲେ ଗୋଟିଏ ବର୍ଷ ବିତିବା ପରେ ଉଦାରବାଦୀମାନେ ଅଦୃଶ୍ୟ ହୋଇଗଲେ ଓ ଜାତୀୟତାବାଦୀ ସ୍ୱର ଉତ୍ତୋଳନ କଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri