ଅନୁଗୋଳ ଅଫିସ,୧।୩: ଅନୁଗୋଳ ଜିଲାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ବସଲା ପଞ୍ଚାୟତ ସୁନାଭୁଇଁ ଗାଁର ଦିବାକର ସାହୁ । ବୁଧବାର ସକାଳେ ଦିବାକର ସାହୁ ଶୌଚ ହେବାକୁ ଯାଇଥବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି।

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…
ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…
ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…
ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…
ନୂଆଦିଲ୍ଲୀ,୧୦ା୨: ସେଚେଲସ୍କୁ ୧୭୫ ନିୟୁତ ଡଲାର ଅର୍ଥ ସହାୟତା ଯୋଗାଇ ଦେବାକୁ ଭାରତ ସରକାର ସୋମବାର ଘୋଷଣା କରିଛନ୍ତି। ଆଫ୍ରିକାର ଦକ୍ଷିଣ ପୂର୍ବ ଉପକୂଳରେ ଅବସ୍ଥିତ ଏହି ଦ୍ୱୀପପୁଞ୍ଜ…
ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…
ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…