ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା

ନିରାକାରପୁର,୧୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଶ୍ରୀନାଥ ସାହି(୫୨)।

ସୂଚନାନୁଯାୟୀ, ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଖବରପାଇ ଜଙ୍କିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ପଠାଇବା ସହିତ ଛାନ୍‌ଭିନ୍‌ କରିବା ପରେ ମୃତ ବ୍ୟକ୍ତିଙ୍କ ସନ୍ଧାନ ପାଇ ୩୬୩/୨୩ରେ ଏକ ମାମଲା ରୁଜୁ କରି ପରିବାରକୁ ହସ୍ତାନ୍ତର କରିବା ସହିତ ମୃତ ବ୍ୟକ୍ତି ଜଣଙ୍କ ରାୟପୁର ଛତିଶଗଡ଼ରେ ଥିବା ଏକ ସିମେଣ୍ଟ କାରଖାନାରେ ଓ୍ବାର୍କର ଭାବରେ କାର୍ଯ୍ୟ କରୁଥିଲେ। ଗୁରୁବାର ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରିଣୀ ପ୍ର୍ରଜ୍ଞା ଋତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri