Posted inଜାତୀୟ

କଂଗ୍ରେସକୁ ଝଟ୍‌କା

ନୂଆଦିଲ୍ଲୀ,୮।୩: କଂଗ୍ରେସକୁ ଆୟକର ଅପିଲ ପ୍ରାଧିକରଣ ITAT ରୁ ଝଟକା ଲାଗିଛି। ପାର୍ଟି ତା’ର ବ୍ୟାଙ୍କ ଖାତାଉପରେ ଆୟକର ବିଭାଗର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇବା ପାଇଁ ଯାଚିକାରେ ଦାବି କରିଥିଲା ଯାହାକୁ ITAT ଖାରଜ କରି ଦେଇଛି।
କହିରଖୁଛୁ କି, ଆୟକର ବିଭାଗ କଂଗ୍ରେସ ଓ ଯୁବ କଂଗ୍ରେସ ସହ ଜଡିତ ୪ଟି ବ୍ୟାଙ୍କ ଆକାଉଣ୍ଟକୁ ବନ୍ଦ କରିଦେଇଥିଲା। ବିଭାଗ ୨୧୦କୋଟି ଟଙ୍କାର ରିକଭରି ପାଇଁ ନିର୍ଦ୍ଦେଶ ଦେଇଛି। ଅର୍ଥାତ୍‌ କଂଗ୍ରେସକୁ ଏହି ଟଙ୍କା ଜରିମାନା ଆକାରରେ ଆୟକର ବିଭାଗକୁ ଦେବାକୁ ପଡିବ। ପ୍ରାଧିକରଣର ଏହି ଘୋଷଣା ପରେ କଂଗ୍ରେସ କଂଗ୍ରେସ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଓକିଲ ବିବେକ ତନ୍ଖା ଆଇଟିଏଟି ଆଦେଶକୁ ୧୦ଦିନ ପାଇଁ ସ୍ଥଗିତ ରଖିବାକୁ ଆଗ୍ରହ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri