କଂଗ୍ରେସ ଷ୍ଟାର୍‌ ପ୍ରଚାରକ ତାଲିକା : ସଚିନ ପାଇଲଟଙ୍କ ସହ ଆସୁଛନ୍ତି କହ୍ନେୟା

ନୂଆପଡ଼ା,୧୭।୧୦(ମକାରୁ ବେମଲ): ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି। ବିଜେଡି ଆଜି ତାର ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ୪୦ ଜଣିଆ ଷ୍ଟାର୍‌ ପ୍ରଚାରକ ତାଲିକାରେ ଅଜୟ ଲଲ୍ଲୁ, ଭକ୍ତ ଦାସ, ରାମଚନ୍ଦ୍ର କାଡ଼ାମ ଅଛନ୍ତି।

ଅନ୍ୟପକ୍ଷେ ଭୁପେଶ ବଘେଲ, ସଚିନ ପାଇଲଟ, ରେବନ୍ତ ରେଡ୍ଡୀ ପ୍ରଚାର କରିବେ। ଏହାସହ କହ୍ନେୟା କୁମାର, ଅଲକା ଲାମ୍ବା, ନିରଞ୍ଜନ ପଟ୍ଟନାୟକ ପ୍ରଚାର କରିବେ। ଅନ୍ୟପକ୍ଷେ ନରସିଂହ ମିଶ୍ର, ତାରା ବାହିନୀପତି, ମନୋଜ ମିଶ୍ରଙ୍କୁ ବି ପ୍ରଚାର ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri