ଖୁବ୍‌ ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ କଂଗ୍ରେସ କମିଟି ପଠାଇଥିବା ତାଲିକା ଉପରେ ବିଚାର କରି ଖୁବଶୀଘ୍ର ପ୍ରାର୍ଥୀ ତାଲିକା ଘୋଷଣା କରିବ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି । ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ  ଘୋଷଣା ହେବ । ମାତ୍ର  ସେହିପରି  କିଛି ହୋଇନାହିଁ। ଯାହା କଂଗ୍ରେସ ନେତାଙ୍କ ଉକ୍ତଣ୍ଠାକୁ ଆହୁରି ବଢ଼ାଇ ଦେଇଛି । ତେବେ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ ପାଇଁ ସମୟ ଲାଗୁଥିବା କହିଛନ୍ତି କଂଗ୍ରେସର ବରିଷ୍ଠ ନେତା । ଏଥିସହ ଖୁବଶୀଘ୍ର ପାର୍ଥୀ ତାଲିକା ଆସିବ ବୋଲି କୁହାଯାଉଛି।
ଅନ୍ୟପକ୍ଷେ ରାଜନୀତି ସମୀକ୍ଷକ କହିଛନ୍ତି  ଭାଜପା  ଓ ବିଜେଡି ପ୍ରାର୍ଥୀ ଘୋଷଣାକୁ କଂଗ୍ରେସ ଅପେକ୍ଷା କରିଥାଇପାରେ । ଏପରିକି  ଉଭୟ ଦଳର  ପ୍ରାର୍ଥୀ ଘୋଷଣାକୁ  ନେଇ  କଂଗ୍ରେସ ନଜର ରଖିଥିବା କୁହାଯାଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?