ପିଆଜ ରପ୍ତାନିରେ ଲାଗିଲା କଟକଣା

ନୂଆଦିଲ୍ଲୀ, ୧୫।୯: କେନ୍ଦ୍ର ସରକାର ପିଆଜ ରପ୍ତାନିକୁ ସୋମବାରଠାରୁ ବ୍ୟାନ କରିଛନ୍ତି। ଦେଶର ଦକ୍ଷିଣ ଭାଗରେ ରହିଥିବା ରାଜ୍ୟଗୁଡିକରେ ଲଗାଣ ବର୍ଷା ଯୋଗୁ ଏହା ଫସଲ ନଷ୍ଟ କରିଛି। ଏଥି ଯୋଗୁ ପିଆଜ ଦର ଉପରେ ମଧ୍ୟ ପ୍ରଭାବ ପଡିଛି। ସବୁ ବର୍ଗର ପିଆଜ ରପ୍ତାନି ଉପରେ କଟକଣା ଲଗାଯାଇଥିବା ଜଣାପଡିଛି। ଭାରତ ପିଆଜ ରପ୍ତାନିରେ ଏକ ପ୍ରମୁଖ ସ୍ଥାନରେ ରହିଛି। ହେଲେ ବର୍ତ୍ତମାନ ବଜାରରେ ସମସ୍ୟା ରହିଥିବା ଯୋଗୁ ସରକାର କଟକଣା ଲଗାଇଥିବା ଦେଖାଯାଇଛି। ସୂଚନା ଯୋଗ୍ୟ, ଯୋଗାଣ ପ୍ରଭାବିତ ହେବା ଫଳରେ ବଜାର ଉପରେ ଏହାର ଚାପ ରହିଛି। ପିଆଜ ଦର ବଢିଲେ ଏହା ଖାଉଟିଙ୍କ ଚିନ୍ତା ବଢାଇଥାଏ। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ରପ୍ତାନି ଉପରେ କଟକଣା ଲଗାଇଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବନି ହୋମ କିମ୍ବା କାର୍‌ ଲୋନ୍‌ EMI; ଆରବିଆଇର ବଡ଼ ନିଷ୍ପତ୍ତି: ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

ନୂଆଦିଲ୍ଲୀ,୫।୬: ରିଜର୍ଭ ବ୍ୟାଙ୍କ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ୱରେ ତିନି ଦିନ ଧରି ଚାଲିଥିବା ମନିଟାରୀ ପଲିସି କମିଟି (MPC) ବୈଠକ ପରେ ରେପୋ ରେଟ୍‌ ଉପରେ…

କୋର୍ଟ ମ୍ୟାରେଜ୍‌ କରୁଛନ୍ତି କି? ଜାଣନ୍ତୁ କେତେ ଟଙ୍କା ଖର୍ଚ୍ଚ ହୁଏ…

ନୂଆଦିଲ୍ଲୀ,୪।୬: ଆମ ମଧ୍ୟରୁ ଅନେକ ଲୋକ କୋର୍ଟ ମ୍ୟାରେଜ (Court Marriage) କରିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ, ତେବେ…

ଟିପିସିଓଡିଏଲ୍‌ର ନୂଆ ସିଇଓ ଗଜାନନ ଏସ୍‌.କାଲେ

ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଗଜାନନ…

ପେଟ୍ରୋଲ ଟେନଶନ ଶେଷ! ଜୁନ ୩ରେ ଲଞ୍ଚ୍‌ ହେବ ଦେଶର ପ୍ରଥମ ୧୦୦% ଇଥାନଲ ଚାଳିତ ବାଇକ୍‌, ଜାଣନ୍ତୁ କେତେ ରେଟ୍‌…

ନୂଆଦିଲ୍ଲୀ,୨।୬: ଯଦି ଆପଣ ପେଟ୍ରୋଲର ଆକାଶଛୁଆଁ ଦରକୁ ନେଇ ଚିନ୍ତିତ ଏବଂ ପ୍ରତିଦିନର ଯାତ୍ରା ଖର୍ଚ୍ଚ କମାଇବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖୁସି…

ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼, ୧୨ ଟଙ୍କା ଯାଏଁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦାମ! ଜାଣନ୍ତୁ ଆଜିର ରେଟ୍‌

ନୂଆଦିଲ୍‌ଲୀ,୨।୬: ଯଦି ଆପଣ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧିରୁ ଶୀଘ୍ର ମୁକ୍ତି ପାଇବା ପାଇଁ ଆଶା କରୁଛନ୍ତି, ତେବେ ଏଠାରେ କିଛି ଚିନ୍ତାଜନକ ଖବର ଅଛି। ଗତ…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri