ଉଜ୍ଜ୍ୱଳ ତ୍ୱଚା ଲାଗି ପିଆଜ

ପିଆଜର ଅନେକ ଉପକାରୀ ଗୁଣ ରହିଛି। ତେବେ ଏହା ଅନେକ ସମୟରେ ତ୍ୱଚା ମସମ୍ୟାକୁ ଦୂର କରିଥାଏ। ଅନେକ ଜଣ ମାସକୁ ଥରେ ପାର୍ଲର ଯାଉଥିବା ବେଳେ ଅନେକ ବିୟ୍ୟୁଟି ଟିପ୍ସର ବ୍ୟବହାର କରିଥାନ୍ତି। ଯାହାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ମାତ୍ର ପିଆଜର ବ୍ୟବହାରରେ ତ୍ୱଚା ଉଜ୍ଜ୍ୱଳ ହେବା ସହ ସେପରି କିଛି ସମସ୍ୟା ଦେଖାଯାଇ ନ ଥାଏ। ଏଥିରେ ଭିଟାମିନ , ଆଣ୍ଟି – ଅକ୍ସିଡାଣ୍ଟ, ଆଣ୍ଟି ବ୍ୟାକ୍ଟରିଆଲ, ଆଣ୍ଟି ସେଫ୍ଟି, ଆଣ୍ଟି ଇମ୍ଫ୍ଲେମେଟାରୀ ଗୁଣ ରହିଛି, ଯାହା ତ୍ୱଚା ସମସ୍ୟାକୁ ଦୂର କରିଥାଏ।

ତେବେ କିପରି ଏହାର ବ୍ୟବହାର କରିବେ ଜାଣନ୍ତୁ ,

ପିଆଜରୁ ରସ ବାହାର କରି ଚେହେରାରେ ଲଗାଇ ହାଲୁକା ଭାବରେ ମାଲିସ କରନ୍ତୁ। ପରେ ୧୫ରୁ ୨୦ ମିନିଟ ପର୍ଯ୍ୟନ୍ତ ଛାଡିଦିଅନ୍ତୁ। ପରେ ଥଣ୍ଡାପାଣିରେ ମୁହଁ ଧୋଇ ଦିଅନ୍ତୁ । ଏପରି କିଛି ଦିନ କରିବା ପରେ ଆପଣ ସଫା ଦେଖାଯିବା ସହ ମୁହଁ ଉଜ୍ଜ୍ୱଳ ଦିଶିଥାଏ।

ବ୍ରଣ ସମସ୍ୟା ଥିଲେ ପିଆଜ ରସରେ କିଛି ଅଲିଭ ଅଏଲ ମିଶାଇ ଲଗାନ୍ତୁ। ଦେଖିବେ କିଛିଦିନ ପରେ ଏହି ସମସ୍ୟା ଦୂର ହୋଇଯିବ।

ତିଳ ଚିହ୍ନ ବା କଳାଯାଇ ମୁହଁରେ ହେଲେ ମୁହଁ ସୁନ୍ଦର ଲାଗୁଥିବା ବେଳେ ଅଧିକ ମାତ୍ରାରେ କଳାଯାଇ ଚିନ୍ତାର କାରଣ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ପିଆଜ ପେଷ୍ଟକୁ ତୁଳସୀ ପତ୍ର ସାହାଯ୍ୟରେ ମୁହଁରେ ଲଗାନ୍ତୁ। କିଛି ସମୟ ରଖି ଧୋଇ ଦିଅନ୍ତୁ ଦେଖିବେ ଏହି ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri