ଏକ ସପ୍ତାହରେ ୫୦% ପର୍ଯ୍ୟନ୍ତ ମହଙ୍ଗା ହେଲା ପିଆଜ

ନୂଆଦିଲ୍ଲୀ,୨୬।୧୦: ଟମାଟୋ ପରେ ଏବେ ପିଆଜ ଦର ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀର ଖୁଜୁରା ବଜାରରେ ପିଆଜ ୫୦ରୁ ୬୦ଟଙ୍କା ପ୍ରତି କିଲୋଗ୍ରାମରେ ମିଳୁଛି। ଏକ ସପ୍ତାହ ପୂର୍ବରୁ ପିଆଜ ୩୦ରୁ ୪୦ ଟଙ୍କା କିଲୋଗ୍ରାମରେ ମିଳୁଥିଲା। ତେବେ ଗୋଟିଏ ସପ୍ତାହରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ପିଆଜ ମହଙ୍ଗା ହୋଇସାରିଛି। ଡିସେମ୍ବରରେ ନୂଆ ଫସଲ ଆସିବା ପୂର୍ବରୁ ମହଙ୍ଗା ପିଆଜରୁ କୌଣସି ଆଶ୍ୱସ୍ତି ମିଳିବା ନେଇ ସମ୍ଭାବନା ନାହିଁ। ପିଆଜ ମୂଲ୍ୟ ବୃଦ୍ଧି ହେବାର ଧାରା ଆଗାମୀ କିଛି ଦିନ ପାଇଁ ଜାରି ରହିପାରେ।

ସରକାର ଏହାର ବଫର ଷ୍ଟକରୁ ଏନ୍‌ସିସିଏପ୍‌ ଏବଂ ଏନ୍‌ଏଏଫ୍‌ଇଡି ମାଧ୍ୟମରେ ପିଆଜ ବିକ୍ରି କରିବାକୁ ଘୋଷଣା କରିଥିଲେ। ପ୍ରାଇସ ଷ୍ଟାବିଲାଇଜେଶନ ପାଣ୍ଠି ମାଧ୍ୟମରେ ସରକାର ପିଆଜର ଏକ ବଫର୍‌ ଷ୍ଟକ ମଧ୍ୟ ସୃଷ୍ଟି କରିଛନ୍ତି ଯାହା ଦ୍ୱାରା ସାଧାରଣ ଗ୍ରାହକଙ୍କୁ ପିଆଜ ମୂଲ୍ୟର ତୀବ୍ର ବୃଦ୍ଧିରୁ ଆରାମ ମିଳିପାରିବ। ପିଆଜ ରପ୍ତାନିକୁ ରୋକିବା ପାଇଁ ୪୦ ପ୍ରତିଶତ ରପ୍ତାନି ଶୁଳ୍କ ମଧ୍ୟ ଲାଗୁ କରାଯାଇଥିଲା। କିନ୍ତୁ ଏହା ସତ୍ତ୍ୱେ ଖୁଚୁରା ବଜାରରେ ପିଆଜ ଦର ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri