ରାଜ୍ୟରେ ତୃଣମୂଳସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବା ଲାଗି ଅନ୍‌‌ଲାଇନ୍‌‌ ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧୧: ତୃଣମୂଳ ସ୍ତରରେ କ୍ରୀଡାକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କର କ୍ରୀଡା ବିଭାଗ ପକ୍ଷରୁ ବ୍ଲକ୍‌‌ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦଠାରୁ ଆରମ୍ଭ କରି ମହାନଗର ନିଗମ ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯିବ। କ୍ରିକେଟ, ହକି, ଫୁଟବଲ୍‌‌, କବାଡି, ଖୋ-ଖୋ, ଭଲିବଲ୍‌‌ ଭଳି ପ୍ରତିଯୋଗିତାଗୁଡ଼ିକରେ ଉଭୟ ପୁରୁଷ ଓ ମହିଳାମାନେ ଭାଗ ନେଇପାରିବେ।

ପ୍ରତିଯୋଗୀଙ୍କର ବୟସ ୧୩ ରୁ ୩୫ ବର୍ଷ ବୟସ ମଧ୍ୟରେ ହୋଇଥିବା ଆବଶ୍ୟକ। ନିଜ ଅଞ୍ଚଳର ଇଚ୍ଛୁକ ଖେଳକୁଦ ପ୍ରତିଭାଧାରୀମାନେ ଏହି ପ୍ରତିଯୋଗିତାଗୁଡ଼ିକରେ ଭାଗ ନେଇପାରିବେ। ଏଥିପାଇଁ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଅନ୍‌‌ଲାଇନ୍‌‌ ଜରିଆରେ ନାମ ପଞ୍ଜୀକରଣ ଆରମ୍ଭ ହୋଇଛି। ଅନ୍‌‌ଲାଇନ୍‌‌ ପୋର୍ଟାଲଟି ହେଉଛି sports.odisha.gov.in.।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri