ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ଆଜିଠାରୁ ଅନ୍‌ଲାଇନ୍‌ ଆବେଦନ

କଟକ ଅଫିସ,୫ା୭: ଆଜିଠାରୁ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେଉଛି। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି’ ଦେବାକୁ ପଡ଼ିବ ନାହିଁ । ଆସନ୍ତା ୧୪ ତାରିଖ ସୁଦ୍ଧା ଫର୍ମ ପୂରଣ ଶେଷ କରିବା ଲାଗି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ପରୀକ୍ଷା ହେବ। ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଘର ଗାଁରେ ଜ୍ୱାଇଁଙ୍କୁ ହତ୍ୟା, ଦୁଇ ଶଳା ଅଟକ

ପରଜଙ୍ଗ,୭।୪(ଡି.ଏନ୍‌.ଏ): ଶ୍ୱଶୁରଘର ଗାଁରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ...

‘ଅବହେଳିତଙ୍କୁ ମାଗଣା ଖାଦ୍ୟ ଦିଅ’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି। ଏହାକୁ ରୋକିବା ଲାଗି ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଏହି ସମୟରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତି, ଅବହେଳିତ,...

ସମ୍ପତ୍ତି ଲୋଭରେ ଭାଇବୋହୂଙ୍କୁ ହତ୍ୟାକଲେ ଦେଢ଼ଶୁର

ବ୍ରହ୍ମପୁର ଅଫିସ, ୮।୩ : ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଟି ହତ୍ୟାକାଣ୍ଡ ଘଟିଛି । ରବିବାର ରାତିରେ ଝାଡ଼ାଙ୍କୁଲି...

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ...

ଚାଷୀଙ୍କୁ ଭଣ୍ଡାଉଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଯୋଜନା ନେଇ ବିଜେଡି ମିଛ ଅଭିଯୋଗ ଆଣିବା ସହ ରାଜନୀତି କାର୍ଡ ଖେଳୁଛି। ଚାଷୀଙ୍କୁ ଭଣ୍ଡାଇବା...

ସାବିତ୍ରୀ ପାଇଁ ଭୂଲିଗଲେ ସାମାଜିକ ଦୂରତା

କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍‌.ଏ.)- କରୋନାର ଭୟାବହତା କମିନାହିଁ। ତେଣୁ ଲକ୍‌ଡାଉନ୍‌ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର...

ହେଲ୍‌ମେଟ୍‌ ଜଗି ହାଲିଆ

କାମାକ୍ଷାନଗର, ୧୦।୨(ଡି.ଏନ୍‌.ଏ.) – ଆଗରେ ଅମାନିଆ ବାଇକ୍‌ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍‌ମେଟରେ ସହରରେ ସ୍ପିଡ୍‌ ବାଇକ୍‌ ଧରି ଚକ୍କର କାଟୁଛନ୍ତି ଅନେକେ।...

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ...

Advertisement
Archives

Model This Week