ଅନ୍‌ଲାଇନ୍‌ରେ ବୋର୍ଡ ପରୀକ୍ଷା: ୧ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର କଲେ ହସ୍ତାକ୍ଷର

ନୂଆଦିଲ୍ଲୀ,୮।୪: ସିବିଏସ୍‌ଇର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆଉ ୩ ସପ୍ତାହ ସମୟ ରହିଛି। ଏହା ମେ ୪ରେ ଆରମ୍ଭ ହେବ। ଏପରିସ୍ଥଳେ କରୋନା ସଂକ୍ରମଣକୁ ଭୟ କରି ୧ ଲକ୍ଷରୁ ଅଧିକ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ଅବା ଏହାକୁ ଅନ୍‌ଲାଇନ୍‌ରେ କରାଇବା ଲାଗି ଏକ ଆବେଦନ ପତ୍ରରେ ହସ୍ତାକ୍ଷର କରିଛନ୍ତି। ଛାତ୍ରୀଛାତ୍ରଙ୍କ ଏଭଳି ପଦକ୍ଷେପ ପରେ ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇ ପକ୍ଷରୁ କୁହାଯାଇଛି ଯେ, ପରୀକ୍ଷାକେନ୍ଦ୍ରରେ କରୋନା ମାର୍ଗଦର୍ଶିକାକୁ ପାଳନ କରାଯିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରାଯିବ। ଗତ ୨ ଦିନ ଧରି କ୍ୟାନସଲବୋର୍ଡଏକ୍ସାମ୍‌୨୦୨୧ ହାସ୍‌ଟ୍ୟାଗ୍‌ ଟୁଇଟରରେ ଟ୍ରେଣ୍ଡିଂରେ ରହିଛି। ଚେଞ୍ଜ ଡଟ୍‌ ଓଆରଜି ପକ୍ଷରୁ କରାଯାଇଥିବା ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତର ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଶିକ୍ଷାମନ୍ତ୍ରୀ ଏହି ପ୍ରସଙ୍ଗ ଉପରେ ବିଶେଷ ବିଚାର କରିବାର ଆବଶ୍ୟକତା ରହିଥିବା ଏଥିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri