ଏଣିକି ଲିଙ୍ଗରାଜଙ୍କ ପୂଜା, ପ୍ରସାଦ ପାଇଁ ହେବ ଅନଲାଇନ ବୁକିଂ

ଭୁବନେଶ୍ୱର,୮।୯(ବ୍ୟୁରୋ): ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଅନଲାଇନ୍‌ ସମନ୍ବିତି ମନ୍ଦିର ପରିଚାଳନା ବ୍ୟବସ୍ଥା ବା ଆଇଟିଏମଏସ ଲାଗୁ ହେବ । ଏପରି ହେଲେ ଭକ୍ତ ଦର୍ଶନ, ପୂଜା କିମ୍ବା ପ୍ରସାଦ ପାଇଁ ଅନ୍‌ଲାଇନରେ ବୁକିଂ କରିପାରିବେ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ନିକଟରେ ଏକ ବୈଠକ ଅନୁଷ୍ଠିତ ହୋଇଛି।
ଆଇନ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ମିଳିତ ଭାବେ ଏହି ଅନଲାଇନ ବ୍ୟବସ୍ଥା ଲାଗୁ କରିବେ । ଅନଲାଇନ ବ୍ୟବସ୍ଥାରେ ମନ୍ଦିରର ଐତିହ୍ୟ ଓ ସଂସ୍କୃତି ସମ୍ପର୍କରେ ମଧ୍ୟ ଉଲ୍ଲେଖ କରାଯିବ । ଧାର୍ମୀୟ ଭାବନାକୁ ସମ୍ମାନ ଦେଇ ଏହି ବ୍ୟବସ୍ଥା ଲାଗୁ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ...

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ...

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ...

ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୮।୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି...

ଅଗଷ୍ଟ ବନ୍ୟା: ଜଳସମ୍ପଦ ବିଭାଗର ୯୩୨ କୋଟି କ୍ଷତି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଗତ ଅଗଷ୍ଟରେ ରାଜ୍ୟରେ ହୋଇଥିବା ବନ୍ୟାରେ ବହୁ କ୍ଷୟକ୍ଷତି ହୋଇଛି। ରାଜ୍ୟ ସରକାର ନିକଟରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ୧୧ ହଜାର କୋଟି ଟଙ୍କର...

୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ....

ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ,...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା...

Advertisement
Archives

Model This Week