Posted inଖେଳ

ଅନ୍‌ଲାଇନ ଚେସ୍‌: ଆରିନ ଚାମ୍ପିୟନ, ରବୀନ୍ଦ୍ର ରନର୍ସଅପ୍‌

ଭୁବନେଶ୍ୱର, ୪।୫(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟର ଅଗ୍ରଣୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୭ତମ ଅନ୍‌ଲାଇନ୍‌ ଚେସ୍‌ରେ ଲୋୟଲା ସ୍କୁଲର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୫.୫ ପଏଣ୍ଟ ହାସଲ କରିଛନ୍ତି। ୫ ପଏଣ୍ଟ ସହ ରବୀନ୍ଦ୍ର ଓଝା ରନର୍ସଅପ୍‌ ହୋଇଛନ୍ତି। ୪.୫ ପଏଣ୍ଟ ପାଇଥିବା ଲକ୍ଷ୍ମୀକାନ୍ତ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ବିଭିନ୍ନ ବୟସ ବର୍ଗରେ ଜ୍ୟୋତ୍ସ୍ନାଭ ତାଲୁକଦାର, ଧୀର ଚାଓ୍ବଲା, ସଞ୍ଜୟ ପଟ୍ଟନାୟକ, ଶୁଭମ୍‌ ପ୍ରତୀକ ମିଶ୍ର, ସିଦ୍ଧାର୍ଥ ମିଶ୍ର, ଦେବପ୍ରୀତ ମିଶ୍ର, ଅଭିଷେକ ଦାଶ, ଅଦିତି ମହାରଣା ପ୍ରମୁଖ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ଏସ୍‌ଆର୍‌ ଚେସ୍‌ ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ ଏବଂ କୋଚ୍‌ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri