Posted inଖେଳ

ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌: ଭାରତ-ରୁଷିଆ ଯୁଗ୍ମ ବିଜେତା

ଚେନ୍ନାଇ, ୩୧ା୮ (ପି.ଟି.)- ଇଣ୍ଟରନେଟ୍‌ରେ ବିଭ୍ରାଟ ଓ ସର୍ଭର ସହିତ ଯୋଗାଯୋଗ ବ୍ୟାହତ ହେବାରୁ ଭାରତ ଓ ରୁଷିଆକୁ ୨୦୨୦ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡର ଯୁଗ୍ମ ଚାମ୍ପିୟନ ଘୋଷଣା କରାଯାଇଛି। ଫାଇନାଲ ଖେଳ ଚାଲିଥିବା ବେଳେ ସର୍ଭର ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ସେତେବେଳେ ଭାରତର ୨ ଖେଳାଳି ନିହାଲ ସରିନ ଓ ଦିବ୍ୟା ଦେଶମୁଖ ପରାଜିତ ହୋଇ ସାରିଥିଲେ। ଫଳରେ ପ୍ରଥମେ ରୁଷିଆକୁ ବିଜେତା ଘୋଷଣା କରାଯାଇଥିଲା॥ ମାତ୍ର ଏକ ବିବାଦୀୟ ନିଷ୍ପତ୍ତିକୁ ନେଇ ଭାରତ ପ୍ରତିବାଦ କରିବାରୁ ନିଷ୍ପତ୍ତିର ସମୀକ୍ଷା ହୋଇଥିଲା। ସୂଚନାଯୋଗ୍ୟ, କୋଭିଡ୍‌-୧୯ ମହାମାରୀ ଯୋଗୁ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଡେରେଶନ ଫିଡେ ପ୍ରଥମ ଥର ଏକ ଅନ୍‌ଲାଇନ୍‌ ଫର୍ମାଟରେ ଅଲିମ୍ପିଆଡ୍‌ ଆୟୋଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri