ଓଡ଼ିଶାରେ ଅନଲାଇନରେ ଚାଲିଛି ଡ୍ରଗ୍ସ କାରବାର, ମୋହରା ସାଜିଛନ୍ତି ଫୁଡ୍‌ ଡେଲିଭରି ସଂସ୍ଥା

ଭୁବନେଶ୍ୱର,୧୩ା୧୨: ଓଡ଼ିଶାରେ କାୟା ବିସ୍ତାର କରି ଚାଲିଛନ୍ତି ନିଶା ବେପାରି। ପୋଲିସ ଏବଂ ଏସଟିଏଫ ଚାଲାଣକାରୀଙ୍କୁ ଧରି ବାହା ବାହା ନେଉଥିଲା ବେଳେ କିଙ୍ଗପିନଙ୍କ ପାଖରେ ପହଞ୍ଚି ପାରୁ ନାହାନ୍ତି। ସ୍ଥିତି ଏପରି ହେଲାଣି ଯେ, ରାଜଧାନୀ ଭୁବନେଶ୍ୱରରେ ଅନଲାଇନରେ ଅର୍ଡର କଲେ ଏବେ ଘରେ ଆସି ଡ୍ରଗ୍ସ ପହଞ୍ଚୁଛି। ଫୁଡ୍‌ ଡେଲିଭରି ସଂସ୍ଥାକୁ ବ୍ୟବହାର କରି ଏହି କାରବାର ଚାଲିଛି।

ଏନେଇ ନିଶା ମୁକ୍ତ ଭାରତ ଅଭିଯାନ କମିଟିର ପ୍ରଥମ ରାଜ୍ୟସ୍ତରୀୟ ବୈଠକରେ ଉଦବେଗ ପ୍ରକାଶ କରିଛନ୍ତି ପୋଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ କହିଛନ୍ତି, ”ପୂର୍ବରୁ କେବଳ ସହରରେ ଡ୍ରଗ୍ସ ମିଳୁଥିଲା, ଏବେ ଉପାନ୍ତକୁ ବ୍ୟାପିଲାଣି। ଅନଲାଇନ ଫୁଡ୍‌ ଡେଲିଭରି ସଂସ୍ଥାକୁ ବ୍ୟବହାର କରି ଏହି କାରବାର ଚାଲିଥିବା ବେଳେ ଖାଦ୍ୟ ନାଁରେ ଡେଲିଭରି ପ୍ୟାକେଟରେ କ’ଣ ଯାଉଛି, ଜାଣିବା ମୁସ୍କିଲ ହେଉଛି। ଅନ୍ୟପଟେ ଡେଲିଭରି ଦେଉଥିବା ସଂସ୍ଥା, କଣ ଯାଉଛି ସେ ବିଷୟରେ ସେମାନେ ପଚାରି ପାରିବେନି। ପୂର୍ବରୁ କେବଳ ଇଞ୍ଜିନିୟରିଂ ପିଲା ଡ୍ରଗ୍ସ ନେଉଥିଲେ ଏବେ ଅନ୍ୟ ସବୁ କଲେଜକୁ ଏହା ବ୍ୟାପିଲାଣି। ତେବେ କମିସନରେଟ ପୋଲିସ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ବଢିଥିବାରୁ ପ୍ରତି ବର୍ଷ ସିଜର ବଢୁଥିବା କମିସନର କହିଛନ୍ତି।”

 


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri