ଅନ୍‌ଲାଇନ୍‌ ପାଠପଢ଼ା: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଡାଟା କାର୍ଡ

ଚେନ୍ନାଇ,୧୦।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ମାଗଣାରେ ୨ଜିବିର ଇଣ୍ଟରନେଟ୍‌ ଡାଟା କାର୍ଡ ଯୋଗାଇ ଦେବାକୁ ଯୋଜନା କରିଛନ୍ତି। ଏହାଦ୍ୱାରା ଛାତ୍ରୀଛାତ୍ର ସହଜରେ ଅନ୍‌ଲାଇନ୍‌ କ୍ଲାସ୍‌ରେ ଯୋଗଦେବା ସହିତ ଆବଶ୍ୟକ ଷ୍ଟଡି ମ୍ୟାଟେରିଆଲ୍‌ ଡାଉନଲୋଡ୍‌ ମଧ୍ୟ କରିପାରିବେ। ଏହି ସୁବିଧା ସରକାରୀ ସ୍କୁଲ୍‌, ସରକାରୀ ସହାୟତା ପ୍ରାପ୍ତ ସ୍କୁଲ ତଥା ସରକାରୀ ପଲିଟେକନିକ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ। ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ୱାରା ୯ ଲକ୍ଷ ୬୯ ହଜାର ୪୭ ଜଣ ଛାତ୍ରୀଛାତ୍ର ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...

ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ

ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା...

ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି...

ଧାନବାଦକୁ ଘାରିଛି କୁକୁର ଭୟ

ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର।...

ତୁଟୁନି କଂଗ୍ରେସର କଳି, ରାଗିଗଲେ ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୩ ।୨: କଂଗ୍ରେସର ଆଭ୍ୟନ୍ତରୀଣ କଳହ ଏବେବି ଜାରି ରହିଛି । ରାଜ୍ୟ ସଭାରେ ଦଳର ଉପନେତା ଆନନ୍ଦ ଶର୍ମା ରାଗି ଯାଇଥିବା ଜଣାପଡିଛି ।...

ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ...

କୋଭିଡ୍‌ ଓ୍ବାର୍ଡରେ ସନ୍ତାନ ପ୍ରସବ କଲେ କରୋନା ସଂକ୍ରମିତ ମହିଳା, ଅକ୍ସିଜେନ ସ୍ତର ଥିଲା ବହୁତ କମ୍‌

ଭୋପାଳ,୨୯।୪: ଜଣେ କରୋନା ସଂକ୍ରମିତ ମହିଳାଙ୍କଠାରେ ଅକ୍ସିଜେନ ସ୍ତର ବହୁତ କମ୍‌ ଥିଲା। ଫଳରେ ସେ ଜୀବନ ମରଣ ସହ ସଂଗ୍ରାମ କରୁଥିଲେ। ଏହି ସମୟରେ...

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ...

Advertisement
Archives

Model This Week