ଅନ୍‌ଲାଇନ୍‌ ପାଠପଢ଼ା: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଡାଟା କାର୍ଡ

ଚେନ୍ନାଇ,୧୦।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ମାଗଣାରେ ୨ଜିବିର ଇଣ୍ଟରନେଟ୍‌ ଡାଟା କାର୍ଡ ଯୋଗାଇ ଦେବାକୁ ଯୋଜନା କରିଛନ୍ତି। ଏହାଦ୍ୱାରା ଛାତ୍ରୀଛାତ୍ର ସହଜରେ ଅନ୍‌ଲାଇନ୍‌ କ୍ଲାସ୍‌ରେ ଯୋଗଦେବା ସହିତ ଆବଶ୍ୟକ ଷ୍ଟଡି ମ୍ୟାଟେରିଆଲ୍‌ ଡାଉନଲୋଡ୍‌ ମଧ୍ୟ କରିପାରିବେ। ଏହି ସୁବିଧା ସରକାରୀ ସ୍କୁଲ୍‌, ସରକାରୀ ସହାୟତା ପ୍ରାପ୍ତ ସ୍କୁଲ ତଥା ସରକାରୀ ପଲିଟେକନିକ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ। ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ୱାରା ୯ ଲକ୍ଷ ୬୯ ହଜାର ୪୭ ଜଣ ଛାତ୍ରୀଛାତ୍ର ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ...

ଭୁଲ୍‌ ବନାନ ଶିଶୁ ହତ୍ୟାକାରୀଙ୍କୁ ଧରାଇଲା

ହାର୍ଦୋଇ, ୯।୧୧(ଆଇଏଏନ୍‌ଏସ୍‌): ନିଜର ଦୁର୍ବଳ ଭାଷା ଜ୍ଞାନ ଯେ ଦିନେ ରାମପ୍ରତାପ ସିଂଙ୍କୁ ହତ୍ୟା ମାମଲାରେ ଜେଲ୍‌ ପଠାଇଦେବ ଏକଥା ସେ କେବେ ବି ଭାବି...

ଅଭିନେତ୍ରୀ ଖୁସ୍‌ବୁ ସୁନ୍ଦର ହେଲେ ଜାତୀୟ ମହିଳା ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୨୭।୨: ଭାଜପା ନେତା ତଥା ଅଭିନେତ୍ରୀ ଖୁସ୍‌ବୁ ସୁନ୍ଦରଙ୍କୁ ଜାତୀୟ ମହିଳା ଆୟୋଗ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଭାଜପାର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ...

ଆଜି ଏସସିଓର ଭର୍ଚୁଆଲ ବୈଠକ: ଚାଇନା-ରୁଷିଆ ରାଷ୍ଟ୍ରପତିଙ୍କ ସମେତ ପାକ୍‌ ପ୍ରଧାନମନ୍ତ୍ରୀ ହେବେ ସାମିଲ

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜନ କରିବେ। ଏଥିରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ,...

ଜୋତା ଦାନକରି ଜନତାଙ୍କ ହୃଦୟ ଜିତିଲା ଇନ୍ଦୋର ପୋଲିସ

ଇନ୍ଦୋର,୧୧।୫: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଦିନକୁ ଦିନ ନୂଆ ସମସ୍ୟାମାନ ମଧ୍ୟ ମୁଣ୍ଡ ଟେକୁଛି। କରୋନା ସଂକ୍ରମଣକୁ ନେଇ...

ତଦନ୍ତ ପାଇଁ ସିବିଆଇକୁ ନେବାକୁ ପଡ଼ିବ ଅନୁମତି

ନୂଆଦିଲ୍ଲୀ,୪।୩: ମେଘାଳୟ ସରକାରଙ୍କ ବିନା ଅନୁମତିରେ ସିବିଆଇ ରାଜ୍ୟରେ ତଦନ୍ତ କରିପାରିବ ନାହିଁ। ମେଘାଳୟ ସରକାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ ଦିଆଯାଇଥିବା ସହମତି ଅନୁମତିକୁ...

ଲକ୍‌ଡାଉନ୍‌ ଉଲ୍ଲଂଘନ କଲେ ଲେଖିବାକୁ ପଡ଼ିବ ‘ରାମ’ ନାମ

ଭୋପାଳ,୧୭।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ କଟକଣା ଲାଗୁ କରାଯାଇଛି। କରୋନାକୁ ରୋକିବା ପାଇଁ...

କରୋନା ଲକ୍ଷଣ ଦେଖିବାର ୩ ଦିନ ପରେ କରାଯାଉ ଟେଷ୍ଟ: ନଚେତ୍‌ ଭୁଲ୍‌ ଆସିପାରେ ରିପୋର୍ଟ !

ଓ୍ବାଶିଂଟନ,୧୧।୬: ଯଦି କୌଣସି ବ୍ୟକ୍ତି କରୋନାରେ ପୀଡ଼ିତ ହୋଇଛନ୍ତି ବୋଲି ସନ୍ଦେହ କରୁଛନ୍ତି ତେବେ ସେ ତୁରନ୍ତ ଟେଷ୍ଟ କରିବା ଉଚିତ ନୁହେଁ। ନିକଟରେ କରାଯାଇଥିବା...

Advertisement
Archives

Model This Week