ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ ପେନ୍‌ସନ୍‌ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର,୯ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବାର ପହିଲାରୁ ପେନ୍‌ସନ୍‌ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ବାଧ୍ୟତାମୂଳକ ହେବ। ଆବେଦନକାରୀମାନେ କେବଳ ଅନଲାଇନ ଜରିଆରେ ଆବେଦନ କରିବେ। ସ୍ଥାନୀୟ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ଏକାଡେମୀଠାରେ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଏବଂ ଓଡ଼ିଶା ସରକାରଙ୍କ ଅର୍ଥ ଭିଭାଗର ମିଳିତ ଆନୁକୂଲ୍ୟରେ ପ୍ରଧାନ ମହାଲେଖାକାର ଓଡ଼ିଶା ସରକାରଙ୍କ ବିତ୍ତୀୟ ପରାମର୍ଶଦାତା ଓ ଅତିରିକ୍ତ ପରାମର୍ଶଦାତାମାନଙ୍କର ଉଦଯାପନୀ କର୍ମଶାଳାରେ ଯୋଗ ଦେଇ ଅର୍ଥ ବିଭାଗ ପ୍ରମୁଖ ସଚିବ ଏହା କହିଛନ୍ତି। ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା କର୍ମଚାରୀମାନଙ୍କର ଇ- ସେବା ପୁସ୍ତିକା ପ୍ରସ୍ତୁତ କରିବାକୁ ବିଭିନ୍ନ ବିଭାଗର ପେନ୍‌ସନ୍‌ ମଞ୍ଜୁର ଅଧିକାରୀଙ୍କୁ ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ନିର୍ଦ୍ଦେଶ ଦେଇଛନ୍ତି l ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଅଡିଟରମାନେ ଏଣିକି କେବଳ ଅଡିଟ୍‌ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri