ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି। ସର୍ବାଧିକ ୧୦୦୦ ପଞ୍ଜୀକୃତ ଆବେଦନକାରୀ ୨୩ ତାରିଖ ପୂର୍ବାହ୍ନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ। ଭୁବନେଶ୍ବରସ୍ଥିତ ୟୁନିଟ-୫ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମ୍‌ଆର୍‌-୪ଠାରେ ଏହି ଜନଶୁଣାଣି ହେବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୬୫ ଜଣ ଅନ୍‌ଲାଇନ ଅଭିଯୋଗ ପଞ୍ଜୀକୃତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri