Posted inଜାତୀୟ

ଉଦ୍ଧବଙ୍କ ବୈଠକରେ ମାତ୍ର ୨୦ ବିଧାୟକ, ୩୫ ଜଣଙ୍କ ଅନୁପସ୍ଥିତି ଯୋଗୁ ବଢ଼ିଲା ଚିନ୍ତା…

ମୁମ୍ବାଇ, ୨୧।୬ : ଏକନାଥ ସିନ୍ଦେଙ୍କ ବିଦ୍ରୋହ ଏବଂ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ବୈଠକରେ ବହୁ ବିଧାୟକଙ୍କ ଅନୁପସ୍ଥିତି ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଉଦ୍ଧବ ଠାକ୍‌ରେ ମଙ୍ଗଳବାର ଅପରାହ୍ନରେ ଡକାଇଥିବା ବୈଠକରେ ମାତ୍ର ୨୦ ଜଣ ବିଧାୟକ  ଯୋଗ ଦେଇଥିଲେ। ଏଭଳି ପରିସ୍ଥିତିରେ ଉଦ୍ଧବ ଠାକରେ ସରକାରଙ୍କ ଚିନ୍ତା ବଢ଼ିଚାଲିଛି। ଶିବସେନାରେ ସମୁଦାୟ ୫୫ ଜଣ ବିଧାୟକ ଅଛନ୍ତି । ଯଦି ଦଳରୁ ୨୭ ଜଣ ଦୂରେଇ ଯାଆନ୍ତି, ତେବେ ସେମାନଙ୍କ ପ୍ରତି ବିରୋଧୀ ଆଇନ ଲାଗୁ ହେବ ନାହିଁ। ଏଭଳି ପରିସ୍ଥିତିରେ, ୩୫ ଜଣ ବିଧାୟକ ଉଦ୍ଧବ ଠାକରେଙ୍କ ବୈଠକଠାରୁ ଦୂରରେ ରହି ଏକ ବଡ଼ ସୂଚନା ଦେଉଛନ୍ତି।

ତେବେ ଶିବସେନା ବର୍ତ୍ତମାନ ଏକନାଥ ସିନ୍ଦେଙ୍କୁ ବିଧାନସଭା ଦଳର ନେତା ପଦରୁ ହଟାଇ ଅଜୟ ଚୌଧରୀଙ୍କୁ ତାଙ୍କ ପଦରେ ଅବସ୍ଥାପିତ କରିବାକୁ ନିର୍ଦ୍ଦେଶ ଜାରି କରିଛି। ଏଥିସହିତ କିଛି ସମୟ ମଧ୍ୟରେ ଶକ୍ତି ପ୍ରଦର୍ଶନର ଯୋଜନା ପ୍ରସ୍ତୁତ କରାଯାଇଛି।
ଗଣମାଧ୍ୟମ ସହ କଥାବାର୍ତ୍ତା କରି ଭାଜପା ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ କହିଛନ୍ତି ଯେ ଆମ ପାଖରେ ଥିବା ଖବର ଅନୁଯାୟୀ ଏକନାଥ ସିନ୍ଦେ ୩୫ ଜଣ ବିଧାୟକଙ୍କ ସହ ଅଛନ୍ତି। ଏହାର ଅର୍ଥ ହେଉଛି େଉଦ୍ଧବ ଠାକ୍‌ରେ ସରକାର ଏକ ସଂଖ୍ୟାଲଘୁକୁ ସ୍ଥିତିକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri