ରାଜ୍ୟରେ ବଞ୍ଚିଛନ୍ତି ମାତ୍ର ୨୮ ବାଘ, ନନ୍ଦନକାନନରେ ଜୀବଜନ୍ତୁ ମରିଗଲେଣି

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ବାଘ ସଂଖ୍ୟା ହ୍ରାସକୁ ନେଇ କଂଗେସ ସଭ୍ୟ ସୁରେଶ କୁମାର ରାଉତରାୟ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶୁକ୍ରବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଥିଲେ ଯେ, ସାର୍‌…ରାଜ୍ୟରେ ଆଉ ବାଘ ନାହାନ୍ତି। ନନ୍ଦନକାନନରେ ଜୀବଜନ୍ତୁ ସବୁ ମରି ଗଲେଣି। ୨୦୦୬ରେ ରାଜ୍ୟରେ ୧୧୧ ବାଘ ଥିଲେ ବୋଲି ଗଣନା କରାଯାଇଥିଲା। ୨୦୦୮ରେ ବାଘ୍ର ଗଣନା ଅନୁଯାୟୀ ରାଜ୍ୟରେ ମାତ୍ର ୨୮ଟି ବାଘ ଅଛନ୍ତି। ନନ୍ଦନକାନନରେ ଧଳା ଏବଂ କଳା ବାଘ ଥିଲେ। ଆଉ ଅନ୍ୟ କେଉଁଠି ଏଭଳି ବାଘ ଦେଖାଯାଆନ୍ତି ନାହିଁ। ନନ୍ଦନକାନନରେ ୩୫ଟି ବାଘରୁ ଏବେ ୭ଟି ଜୀବନମରଣ ସହ ସଂଘର୍ଷ କରୁଛନ୍ତି। କେବଳ ବାଘ ନୁହେଁ ଓଟ, ଜିରାଫ, ଶାଗୁଣା, ଚିଲ ଆଦି ପ୍ରାଣୀ ମରିଗଲେଣି। ଏଥିଲାଗି ଧ୍ୟାନ ଦିଆଯିବା ସହ ବାଘ ସଂଖ୍ୟା କିଭଳି ବୃଦ୍ଧି ପାଇବ ସେଥିପ୍ରତି ଗୁରୁତ୍ୱ ଦେବାକୁ ସେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri