ସମସ୍ତ ଦୋଷୀ ଫାଶୀଖୁଣ୍ଟରେ ଝୁଲିଲା ପରେ ହିଁ ଶାନ୍ତି ପାଇବ ପୀଡ଼ିତାଙ୍କ ଆତ୍ମା: ବିଜୁ ଛାତ୍ର ଜନତା ଦଳ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଓ ହତ୍ୟାକାଣ୍ଡ ମାମଲାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏହି କ୍ରମରେ କଳାହାଣ୍ଡି ଜିଲା ବିଜୁ ଛାତ୍ରଜନତା ଦଳ ତରଫରୁ ପୀଡ଼ିତାଙ୍କୁ ନ୍ୟାୟ ଦେବା ଏବଂ ଅଭିଯୁକ୍ତମାନଙ୍କୁ ଗିରଫ କରି ଫାଶୀ ଦେବାକୁ ଦାବି ହୋଇଛି। ଏ ନେଇ ସ୍ଥାନୀୟ ଗାନ୍ଧିଛକସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରତିବାଦ କରାଯାଇଛି। ଏହି ମାମଲାରେ ୟୁପି ସରକାର ଓ ପୋଲିସର ଭୂମିକା ସନ୍ଦେହ ଘେରକୁ ଆସୁଥିବା ପ୍ରସଙ୍ଗକୁ ଛାତ୍ର ନେତାମାନେ ଉଠାଇଛନ୍ତି। ସମସ୍ତ ଦୋଷୀ ଫାଶୀଖୁଣ୍ଟରେ ଝୁଲିଲା ପରେ ହିଁ ପୀଡିତାଙ୍କ ଆତ୍ମା ଶାନ୍ତି ପାଇବ ବୋଲି ଛାତ୍ର ବିଜେଡି ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri