ଆମେରିକାର ବଡ଼ ବୟାନ: ଭାରତ ହିଁ ବନ୍ଦ କରିପାରିବ ରୁଷିଆ-ୟୁକ୍ରେନ ଯୁଦ୍ଧ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପାଇଁ ରୁଷିଆ ଯାଇଥିଲେ। ସେତେବେଳେ ଆମେରିକା ଉଦ୍‌ବେଗ ପ୍ରକାଶ କରିଥିଲା। ମାତ୍ର ଏବେ ଆମେରିକା ଭାରତର ଶକ୍ତିକୁ ମାନିଛି। ଆମେରିକା କହିଛି, ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧକୁ କେବଳ ଭାରତ ହିଁ ବନ୍ଦ କରିପାରିବ। ଆମେରିକା ଏକ ବିବୃତ୍ତି ଜାରି କରି କହିଛି ଯେ, ପୁଟିନଙ୍କୁ ଯୁଦ୍ଧ ବନ୍ଦ କରିବାକୁ ମନାଇବାରେ କ୍ଷମତା ଭାରତର ରହିଛି। ମୋଦିଙ୍କ ଦୁଇ ଦିନିଆ ରୁଷିଆ ଗସ୍ତ ପରେ ଆମେରିକା ଏହି ବିବୃତ୍ତି ଦେଇଛି।

ହ୍ବାଇଟ୍‌ ହାଉସର ମୁଖପାତ୍ର କ୍ୟାରିନ୍‌ ଜିନ୍‌ କହିଛନ୍ତି ଯେ, ଆମର ବିଶ୍ୱାସ ଯେ, ରୁଷିଆ ସହ ଭାରତର ସମ୍ପର୍କ ରାଷ୍ଟ୍ରପତି ପୁଟିନଙ୍କୁ ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ଅନୁରୋଧ କରିବାର କ୍ଷମତା ଦେବ। କିନ୍ତୁ ଏହାକୁ ଶେଷ କରିବା ରାଷ୍ଟ୍ରପତି ପୁଟିନଙ୍କ କାମ। ପୁଟିନ ଯୁଦ୍ଧ ଆରମ୍ଭ କରିଥିଲେ ସେ ହିଁ କେବଳ ଏହାକୁ ଶେଷ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ…

ବଙ୍ଗଳାର ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହେଉ ହେଉ ଶୁଭେନ୍ଦୁଙ୍କ ପ୍ରଥମ ପ୍ରତିକ୍ରିୟା, ରାଜନୀତିରେ ହଲଚଲ

କୋଲକାତା,୮।୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ବୈଠକରେ ତାଙ୍କୁ ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ତାଙ୍କ…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri