Posted inଜାତୀୟ

କେବଳ ରୋଷେଇ କରିବା ଜାଣିଛନ୍ତି…ଭାଜପା ପ୍ରାର୍ଥୀଙ୍କୁ ନେଇ କଂଗ୍ରେସ ବିଧାୟକଙ୍କ ବିବାଦୀୟ ବୟାନ

ବେଙ୍ଗାଲୁରୁ,୩୦।୩: କର୍ନାଟକ କଂଗ୍ରେସ ବିଧାୟକ ଶମନୁର ଶିବଶଙ୍କରପ୍ପା ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ଡାଭେଙ୍ଗେର ଆସନରୁ ଭାଜପାର ଲୋକ ସଭା ପ୍ରାର୍ଥୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେବା ପରେ ଏକ ବିବାଦ ଉପୁଜିଛି। ଦଳୀୟ କର୍ମୀଙ୍କ ଏକ ବୈଠକରେ ଶାମନୁର କହିଛନ୍ତି ଯେ ଭାଜପା ପ୍ରାର୍ଥୀ କେବଳ ରୋଷେଇ ଘରେ ରୋଷେଇ କରି ଜାଣନ୍ତି।
ସୂଚନାଯୋଗ୍ୟ,ଏଠାରୁ ଭାଜପା ପ୍ରାର୍ଥୀ ହେଉଛନ୍ତି ଗାୟତ୍ରୀ ସିଦ୍ଧେଶ୍ୱର, ସେ ହେଉଛନ୍ତି ସିଟିଂ ଏମପିଙ୍କ ପତ୍ନୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିଏମ ସିଦ୍ଧେଶ୍ୱରଙ୍କ ସହଧର୍ମିଣୀ। ଜନସାଧାରଣଙ୍କ ସମସ୍ୟାକୁ ସଫଳତାର ସହ ସମାଧାନ କରିବାର କ୍ଷମତାର ଅଭାବ ବୋଲି ଶିବଶଙ୍କରପ୍ପା ଗାୟତ୍ରୀଙ୍କ ଯୋଗ୍ୟତାକୁ ସମାଲୋଚନା କରିଥିଲେ। ଶିବଶଙ୍କରପ୍ପା କହିଛନ୍ତି, ‘ତୁମେ ସମସ୍ତେ ଜାଣିଛ ଯେ ସେ ନିର୍ବାଚନରେ ଜିତିବା ପରେ ମୋଦି ପଦ୍ମ ଫୁଲ ଫୁଟାଇବାକୁ ଚାହୁଁଥିଲେ।
ସେ ଆହୁରି ମଧ୍ୟ କହିଛନ୍ତି ଯେ ’ପ୍ରଥମେ, ସେମାନେ ଡାଭାନାଗେରର ସମସ୍ୟା ବୁଝନ୍ତୁ। ଆମେ (କଂଗ୍ରେସ) ଏହି କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ କରିଛୁ। କିପରି କଥା ହେବା ଜାଣିବା ଏକ କଥା, କିନ୍ତୁ ସେ କେବଳ ରୋଷେଇ ଘରେ ରାନ୍ଧିବା ଜାଣନ୍ତ। ତାଙ୍କର ବିରୋଧୀ ଦଳର ଜନସାଧାରଣଙ୍କ ଆଗରେ କହିବାର ଶକ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri