Posted inଜାତୀୟ

ତାମିଲନାଡୁ କୋର୍ଟରେ ଲଗାଯିବା କେବଳ ମହାତ୍ମା ଗାନ୍ଧୀ-ସନ୍ଥ ଥିରୁଭାଲୁଭାରଙ୍କ ଫଟୋ: ହାଇକୋର୍ଟ…

ଚେନ୍ନାଇ,୨୩।୭ : ମାଡ୍ରାସ ହାଇକୋର୍ଟ କହିଛନ୍ତି ତାମିଲନାଡୁ ଏବଂ ପୁଡୁଚେରୀର କୋର୍ଟରେ କେବଳ ମହାତ୍ମା ଗାନ୍ଧୀ ଏବଂ ତାମିଲ ସନ୍ଥ ଥିରୁଭାଲୁଭାରଙ୍କ ଫଟୋ ଲଗାଯାଇ ପାରିବ। ସମସ୍ତ ଜିଲା ଅଦାଲତକୁ ଦିଆଯାଇଥିବା ଏକ ସର୍କୁଲାରରେ ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲ ନୂତନ ନିର୍ମାଣ ହୋଇଥିବା ମିଳିତ କୋର୍ଟ କମ୍ପ୍ଲେକ୍ସର ପ୍ରବେଶ ଦ୍ୱାରରୁ ବି.ଆର୍‌ ଆମ୍ବେଡକରଙ୍କ ଚିତ୍ର ହଟାଇବାକୁ ଆଲନ୍ଦୁରରେ ଥିବା ବାର୍‌ ଆସୋସିଏସଶନକୁ ପ୍ରବର୍ତ୍ତାଇବାକୁ ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ଆଡଭୋକେଟ ଆସୋସିଏଶନ ତରଫରୁ ଆମ୍ବେଡକର ଏବଂ ସଂପୃକ୍ତ ଆସୋସିଏଶନର ବରିଷ୍ଠ ଆଡଭୋକେଟଙ୍କ ଫଟୋ ଉନ୍ମୋଚନ ପାଇଁ ଅନୁମତି ଲୋଡିଥିବା ପ୍ରତିନିଧି ଏହି ପ୍ରସଙ୍ଗ ସହିତ ଜଡିତ ଥିଲେ।
ସର୍ବସମ୍ମତି କ୍ରମେ ଗାନ୍ଧୀ ଏବଂ ଥିରୁଭାଲୁଭାରଙ୍କ ପ୍ରତିମୂର୍ତ୍ତି ଏବଂ ଚିତ୍ର ବ୍ୟତୀତ ଅନ୍ୟ କୌଣସି ଚିତ୍ର ଏବଂ ପ୍ରତିମୂର୍ତ୍ତି କୋର୍ଟ ପରିସରରେ ପ୍ରଦର୍ଶିତ ହେବ ନାହିଁ ବୋଲି ସର୍କୁଲାରରେ ଉଲ୍ଲେଖ କରାଯାଇଛି।

ରେଜିଷ୍ଟ୍ରାର-ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି କୌଣସି ଅବମାନନା ହେଲେ ତାମିଲନାଡୁର ବାର୍‌ କାଉନସିଲ ଏବଂ ପୁଡୁଚେରୀର ଉପଯୁକ୍ତ ଅଭିଯୋଗ ମାଧ୍ୟମରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri