ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୪।୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଦୀର୍ଘଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ...

ଆଉ ୫ଦିନ ତାତି

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ରବିବାର ୪୪ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଥିସହ ୧୫ଟି ସ୍ଥାନର...

ସମସ୍ୟା ଘେରରେ ଧାଡ଼ିଆମ୍ବ ପ୍ରାଥମିକ ବିଦ୍ୟାଳୟ: ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଚନ୍ଦ୍ରଗିରି,୨୩ା୯(ଡି.ଏନ.ଏ.)-ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବା ସହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବହି, ଡ୍ରେସ,...

ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ: ଦିନକରେ ୭୫ କରୋନା ପଜିଟିଭ, ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ରାଜଧାନୀ ଭୁବନେଶ୍ୱରରେ ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଲୋକାଲ କେସ୍‌ ସଂଖ୍ୟା ବଢ଼ୁଛି। ଭୁବନେଶ୍ୱରରୁ ସୋମବାର...

ସ୍ମାର୍ଟ ଫୋନ୍‌ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ

କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍‌, ଗୀତ, ଭିଡିଓ ଗେମ୍‌ ସହିତ ଟିକ୍‌ଟକ୍‌ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ...

ହାଟ କରୁଛି ହଟହଟା

ଖମାର,୧୯।୪(ଡି.ଏନ.ଏ.) ପାଲଲହଡ଼ା ବ୍ଲକ ଖମାର ବଜାର ରାସ୍ତା ପାର୍ଶ୍ୱରେ ସୋମବାରିଆ ବସୁଥିବା ସାପ୍ତାହିକ ହାଟ ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଚାଲୁଛି। ଏଥିଯୋଗୁ ବେପାରୀ, ଗ୍ରାହକ ଓ...

ପୁଣି ବିପଦ, କରୋନାର ସୁପର ଭାରିଆଣ୍ଟ କୋଭିଡ୍‌-୨୨ ଆସିବା ଆଶଙ୍କା…

ଜୁରିଚ୍‌,୨୪।୮: ସମ୍ପ୍ରତି ପୃଥିବୀରେ କରୋନା ମହାମାରୀର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁଇଜରଲାଣ୍ଡର ଗବେଷକମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟ ପ୍ରକାଶ...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ...

Advertisement
Archives

Model This Week