Advertisement
Posted inଜାତୀୟ

କେବଳ ରାହୁଲ ହିଁ ମୋଦିଙ୍କୁ କରି ପାରିବେ ଚ୍ୟାଲେଞ୍ଜ, କହିଲେ ଆଶୋକ ଗେହଲଟ…

ନୂଆଦିଲ୍ଲୀ,୨୬।୧୦ : କଂଗ୍ରେସ ନେତା ଅଶୋକ ଗେହଲଟ ବୁଧବାର କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କୁ ସର୍ବ ପୁରାତନ ଦଳର ଅଧ୍ୟକ୍ଷ କରିବା ପାଇଁ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ସମସ୍ତ ଉଦ୍ୟମ କରାଯାଥିଲା। କାରଣ ସେ ହିଁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚ୍ୟାଲେଞ୍ଜ କରିପାରିବେ।

ନବ ନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଦିଲ୍ଲୀରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଅଶୋକ ଗେହଲଟ କହିଛନ୍ତି ଯେ ଜଣେ ଅଣ-ଗାନ୍ଧୀ ଦଳର ଅଧ୍ୟକ୍ଷ ହେବା ରାହୁଲ ଗାନ୍ଧୀଙ୍କ ଇଚ୍ଛା ଥିଲା।

ଦଳରେ ଆଜି ଏକ ନୂଆ ଆରମ୍ଭ ହୋଇଛି। ଆମେ ମଲ୍ଲିକାର୍ଜୁନଙ୍କୁ ଅଭିନନ୍ଦନ ଜଣାଉଛୁ। ସଭିଏଁ ଦଳକୁ ମଜବୁତ କରିବା ପାଇଁ କାର୍ଯ୍ୟ କରିବୁ। ଦଳ ନୂଆ ରଣନୀତି ଉପରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହଂସଖାଲିରେ ଭାଜପାର ପ୍ରତିନିଧି ଦଳ

କୋଲକାତା,୧୫।୪: ପଶ୍ଚିମବଙ୍ଗ ନଦିଆ ଜିଲାର ହଂସଖାଲି ନାବାଳିକା ଗଣବଳାତ୍କାର ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ତଦନ୍ତ ଆରମ୍ଭ କରିଛି। ହେଲେ ଭାଜପାର ଏକ ୫...

ଗୃହରେ ବିଧାନ ପରିଷଦ ଗଠନ ଦାବି ଉଠାଇଲା ବିଜେଡି

ନୂଆଦିଲ୍ଲୀ,୨୪।୩: ଓଡ଼ିଶାରେ ବିଧାନ ପରିଷଦ ଗଠନ ଲାଗି ରାଜ୍ୟ ସଭାରେ ବିଜେଡି ପକ୍ଷରୁ ଗୁରୁବାର ଦାବି କରାଯାଇଛି। ଶୂନ୍ୟକାଳରେ ବିଜେଡି ଏମ୍‌ପି ମୁଜିବୁଲ୍ଲା ଖାନ୍‌ ଏହି...

ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ହେଲେ ହୁଡ୍ଡା

ହରିୟାଣା,୨।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ହୁଡ୍ଡାଙ୍କୁ ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ...

ଅସୁନ୍ଦରୀ କହିବାରୁ ସ୍ବାମୀଙ୍କୁ ହାଣିଲେ ସ୍ତ୍ରୀ

ରାୟପୁର, ୨୮।୯: ଛତିଶଗଡ଼ ଦୁର୍ଗ ଜିଲା ଆମଲେଶ୍ୱର ଗ୍ରାମରେ ସଙ୍ଗୀତା ସ୍ବାମୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିଛନ୍ତି। ସଙ୍ଗୀତାଙ୍କ ରଙ୍ଗକୁ ନେଇ ସ୍ବାମୀ ଅନନ୍ତ କଟାକ୍ଷ...

ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସଚେତନତା ପାଇଁ ହାତରେ ସାନିଟାରୀ ନାପ୍‌କିନ୍‌ ଧରି ଗରବା ନୃତ୍ୟ କଲେ ଶିକ୍ଷାର୍ଥୀ

ସୁରଟ,୮।୧୦: ଗୁଜରାଟରେ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଡିଜାଇନିଂ ଟେକ୍ନୋଲୋଜିର ଶିକ୍ଷାର୍ଥୀ ଏବଂ ଅଧ୍ୟାପକ ଏକ ନିଆରା ଢ଼ଙ୍ଗରେ ଗରବା ନୃତ୍ୟ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ...

ମମତାଙ୍କ କ୍ୟାବିନେଟରେ ବଡ଼ ଧରଣର ଅଦଳବଦଳ

କୋଲକାତା,୩।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କ୍ୟାବିନେଟରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସେ ଭାଜପାରୁ ଟିଏମସିକୁ ଆସିଥିବା ବାବୁଲ ସୁପ୍ରିୟୋଙ୍କ ସମେତ...

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ...

୧୨୦୧ ପ୍ରାର୍ଥୀଙ୍କ ନାଁରେ ଅପରାଧ ମାମଲା

ନୂଆଦିଲ୍ଲୀ,୩ା୧୧: ବିହାର ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ୧,୨୦୧ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୯୧୫ଟି ଗୁରୁତର ମାମଲା ବୋଲି ବିହାର...

Advertisement
Archives

Model This Week