କେବଳ ଏହିସବୁ ଛୋଟ ଅଭ୍ୟାସ କରିଦିଏ ଦରିଦ୍ର: ଜାଣନ୍ତୁ କେଉଁ ବିଷୟରେ କହିଛନ୍ତି ଚାଣକ୍ୟ

ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଚାଣକ୍ୟ କହିଛନ୍ତି, ଜଣେ ବ୍ୟକ୍ତି ଗରିବ ହେଲେ ମଧ୍ୟ ପରିଷ୍କାର ହେବା ଉଚିତ୍‌। ତାଙ୍କ ଅନୁଯାୟୀ, ମଇଳା ପୋଷାକ ପିନ୍ଧୁଥିବା ବ୍ୟକ୍ତିଙ୍କ ଘରେ କେବେବି ଲକ୍ଷ୍ମୀ ବାସ କରନ୍ତି ନାହିଁ।

ପରିଷ୍କାର ଦାନ୍ତ ବିଷୟରେ ଚାଣକ୍ୟ କହିଛନ୍ତି। ସେ କହିଛନ୍ତି, ଯେଉଁ ବ୍ୟକ୍ତି ଦାନ୍ତକୁ ଅପରିଷ୍କାର ରଖନ୍ତି କିମ୍ବା ସଫା କରନ୍ତି ନାହିଁ, ସେମାନଙ୍କୁ ଦାରିଦ୍ର୍ୟ ପିଛାଛାଡେ ନାହିଁ। ଏହା ଏଥିସହ ଯିଏ ଦାନ୍ତକୁ ସଫା ରଖେ ସେ ସର୍ବଦା ଖୁସି ରୁହେ।

ଯିଏ ଅଧିକ ଖାଏ ସେ କେବେବି ଧନୀ ହୋଇପାରିବେ ନାହିଁ। ଚାଣକ୍ୟ କହିଛନ୍ତି, ଅଧିକ ଖାଉଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟମଧ୍ୟ ଖରାପ ହୋଇଥାଏ।

ଜଣେ ସର୍ବଦା ମଧୁର କଥା କହିବା ଉଚିତ୍‌। ଲୋକେ କଟୁ କଥା କହୁଥିବା ବ୍ୟକ୍ତିଙ୍କୁ ପସନ୍ଦ କରନ୍ତି ନାହିଁ। ଏଥି ସହ ସେମାନଙ୍କର ଶତ୍ରୁମାନଙ୍କ ସଂଖ୍ୟା ବଢ଼ିଥାଏ।

ଭୁଲ ଉପାୟରେ ରୋଜଗାର କରିଥିବା ଟଙ୍କା ଅଧିକ ସମୟ ଧରି ରହେ ନାହିଁ । ଆହୁରି ମଧ୍ୟ ଚାଣକ୍ୟ କହିଛନ୍ତି, ଜଣେ ଲୋଭୀ ବ୍ୟକ୍ତି ଯେତେ ଟଙ୍କା ରୋଜଗାର କଲେ ମଧ୍ୟ ସେ ସନ୍ତୁଷ୍ଟ ଏବଂ ଖୁସି ରହିବାକୁ ଅସମର୍ଥ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri