ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ହଟିବ

ଜେନେଭା, ୧।୧୦: ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ପୃଥିବୀରୁ ହଟିପାରିବ। ଏନେଇ କେନ୍ଦ୍ରୀୟ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଜାତିସଂଘର ଜୈବ ବିବିଧତା ଶିଖର ସମ୍ମିଳନୀରେ ଯୋଗଦେଇ ମତପୋଷଣ କରିଛନ୍ତି। ମଣିଷ ନିଜ ସୁବିଧା ପାଇଁ ପ୍ରାକୃତିକ ପରିବେଶକୁ ନଷ୍ଟ କରିଚାଲିଛି। ଫଳରେ ଜଳବାୟୁ ପରିବର୍ତ୍ତନ ଭଳି ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ଭାରତ ସବୁବେଳେ ପ୍ରକୃତି ସହିତ ସାମଞ୍ଜସ୍ୟ ସୃଷ୍ଟି ଲାଗି ଉଦ୍ୟମ ଅବ୍ୟାହତ ରଖିଛି। ଏହା ଭାରତୀୟ ସଂସ୍କୃତି ସହିତ ନିବିଡ଼ ଭାବେ ଜଡ଼ିତ ହୋଇ ରହିଛି। ପ୍ରକୃତିକୁ ନଷ୍ଟ କଲେ କିଭଳି ସ୍ଥିତି ଉତ୍ପନ୍ନ ହେବ ତାହା କରୋନା ମହାମାରୀ ସଂକ୍ରମଣ ଏକ ଉଦାହରଣ ସୃଷ୍ଟି କରିଥିବା ସେ କହିଛନ୍ତି। ଏହା ଆଗାମୀ ଦିନରେ ଦେଖାଦେବାକୁ ଥିବା ଗୁରୁତର ସମସ୍ୟାର ଏକ ସଙ୍କେତ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏହି ଶିଖର ସମ୍ମିଳନୀରେ ୧୫୦ ଦେଶର ପ୍ରତିନିଧି ଯୋଗଦେଇ ଜୈବ ବିବିଧତା ଉପରେ ନିଜର ମତ ପୋଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri