Posted inଜାତୀୟ

୨୦୨୪ ଗଣତନ୍ତ୍ର ଦିବସ ପରେଡ୍‌ରେ କେବଳ ସାମିଲ ହେବେ ମହିଳା

ନୂଆଦିଲ୍ଲୀ,୭।୫: ୨୦୨୪ ଗଣତନ୍ତ୍ର ଦିବସରେ ଏକ କିଛି ସ୍ବତନ୍ତ୍ର ହେବାକୁ ଯାଉଛି। ସୂଚନା ଅନୁଯାୟୀ, ୨୦୨୪ ଜାନୁୟାରୀ ୨୬ରେ କର୍ତ୍ତବ୍ୟ ପଥରେ କେବଳ ମହିଳା ପରେଡ୍‌ କରୁଥିବା ଦେଖିବାକୁ ମିଳିବ। ଏପରିକି ପରେଡ୍‌ , ମାର୍ଚିଂ ସ୍ବାର୍ଡ ଏବଂ ସାଂସ୍କୃତିକ ଉପସ୍ଥାପନାରେ କେବଳ ମହିଳା ନଜର ଆସିବେ। ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ପ୍ରସ୍ତାବରେ କୁହାଯାଇଛି , ବିସ୍ତୃତ ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଛି ଯେ ଗଣତନ୍ତ୍ର ଦିବସ ୨୦୨୪ରେ କେବଳ ମହିଳା ଅଂଶଗ୍ରହଣ କରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଏନେଇ ଗୃହ, ସଂସ୍କୃତି ଏବଂ ନଗର ଉନ୍ନୟନ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟକୁ ସୂଚନା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri