୩୧୪ ବ୍ଲକ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୨: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ମୋହର ବାଜିଛି। ତୃଣମୂଳ ସ୍ତରରେ କ୍ରୀଡ଼ା ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ । କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ କରନ୍ତି, ସେମାନଙ୍କୁ ବ୍ଲକ ହେଡକାର୍ଟର କିମ୍ବା ୫ କିମି ଭିତରେ ଷ୍ଟାଡିୟମ ତିଆରି ହେବ । ୧୨ ଏକରରୁ ୧୫ ଏକର ସରକାରୀ ଜମି କିମ୍ବା ଆବଶ୍ୟକ ହେଲେ ପ୍ରାଇଭେଟ ଜମିକୁ ସରକାର ନେବେ। ଇଣ୍ଡୋର ହଲର ବ୍ୟବସ୍ଥା କରାଯାଇ ବ୍ୟବସ୍ଥା ହକି, କ୍ରିକେଟ ଓ ଫୁଟବଲ ଖେଳ ହେବ। ଏଥିଲାଗି ୪ ହଜାର ୧୨୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛ। ୫ ବର୍ଷରେ ଏହି କାମ ସରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପଶୁ ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending
ଛୁଟିଦିନ
ପିଲାଙ୍କ ଧରିତ୍ରୀ

Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

Model This Week

ପିଲାଙ୍କ ଧରିତ୍ରୀ

Why Dharitri