ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହେଲା ୧୫୦ଟି ନୂଆ ୧୦୮ ଆମ୍ବୁଲ୍ସ।