ଦାୟିତ୍ୱ ଗ୍ରହଣ କଲେ ଦକ୍ଷିଣାଞ୍ଚଳ ନୂତନ ଆଇଜି

ବ୍ରହ୍ମପୁର,ବ୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣାଞ୍ଚଳ ନୂତନ ଆଇଜି ଭାବେ ଜୟନାରାୟଣ ପଙ୍କଜ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ଆଇଜି ସତ୍ୟବ୍ରତ ଭୋଇଙ୍କ ଠାରୁ ସେ ଦାଇତ୍ୱ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏସ୍‌ପି ଡ.  ସର୍ଵଣା ବିବେକ ଏମ, ଓ ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri