ବାଲେଶ୍ୱର ଏମ୍‌ସରେ ଓପିଡି ସେବା

ବାଲେଶ୍ୱର ଅଫିସ, ୧୬।୪ : ବାଲେଶ୍ୱର ଏମ୍‌ସ ସାଟେଲାଇଟ ସେଣ୍ଟର ଶନିବାର ଲୋକାର୍ପିତ ହୋଇଯାଇଛି। ସପ୍ତାହକୁ ଦୁଇ ଦିନ ଶନିବାର ଓ ରବିବାର ଓପିଡି ସ୍ବାସ୍ଥ୍ୟସେବା ମିଳିବ। ତେବେ ଡାକ୍ତରଙ୍କ ଅଭାବ ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଡାକ୍ତରଙ୍କ ପଦବୀ ପୂରଣ ପରେ ସପ୍ତାହରେ ସାତ ଦିନ ରୋଗୀ ସେବା ଚାଲିବ। ଆଜି ତିନିଟି ବିଭାଗରେ ଓପିଡି ସେବା ଚାଲିଛି । ଖୁବଶୀଘ୍ର ସମସ୍ତ କାମ ଶେଷ ହେବ ବୋଲି ବରିଷ୍ଠ ଅଧିକାରୀମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri