ଯୁକ୍ତ୨ ପିଲାଙ୍କ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏଥିପାଇଁ ସିଏଚ୍‌ଏସଇ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋମବାରରୁ ମେ ୩୧ ଯାଏ ଏହି କଣ୍ଟ୍ରୋଲ ରୁମ ଚାଲୁ ରହିବ ।
କୌଣସି ସମସ୍ୟା ଥିଲେ, ଦ୍ୱନ୍ଦ ଦୂର ପାଇଁ ଟେଲିଫୋନ ମାଧ୍ୟମରେ ଛାତ୍ରୀଛାତ୍ର ଯୋଗାଯୋଗ କରିପାରିବେ। ଏ ନେଇ ସିଏଚ୍‌ଏସଇ ପକ୍ଷରୁ ଟେଲିଫୋନ ନମ୍ବର ୦୬୭୪-୨୩୦୩୮୦୩ ଜାରି କରାଯାଇଛି ।
ଅନ୍ୟପକ୍ଷେ, ଆଜିଠାରୁ ଆଇସିଏସ୍‌ଇ ଦଶମ ସେମିଷ୍ଟର ୨ ପରୀକ୍ଷା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?