ଆଇ ଟେଷ୍ଟ ବଦଳରେ ଓପନଏଆଇ ଦେଉଛି କ୍ରିପ୍ଟୋକରେନ୍ସି, ଭାରତ ସମେତ ଅନେକ ଦେଶରେ ଆରମ୍ଭ ହେଲା ଏହି ପ୍ରୋଜେକ୍ଟ

ନ୍ୟୁୟର୍କ,୨୬।୭: ବର୍ତ୍ତମାନ ବିଶ୍ୱର ବହୁ ସଂଖ୍ୟକ ଲୋକ କ୍ରିପ୍ଟୋକରେନ୍ସିରେ ବିନିଯୋଗ କରିବାକୁ ଆଗ୍ରହ ଦେଖାଉଛନ୍ତି। ଇଣ୍ଟରନେଟରେ ଲୋକଙ୍କ ବଢୁଥିବା ନିର୍ଭରଶୀଳତାକୁ ଦେଖି ଡାର୍କ ୱେବ ଏବଂ ଡାର୍କ ନେଟ୍‌ ମଧ୍ୟ ବିଭିନ୍ନ ଉପାୟରେ ଲୁଟିବାକୁ ଲାଗିଛି।

ଅନେକ କମ୍ପାନୀ କ୍ରିପ୍ଟୋକରେନ୍ସି କିଣିବା ପାଇଁ ଭଲ ଅଫର୍‌ ମଧ୍ୟ ପ୍ରଦାନ କରନ୍ତି। ଏହି ସମୟରେ ଚାଟ ଜିପି ଡେଭଲପର୍‌ ଓପନଏଆଇ, ୱାଲର୍‌ଡ କଏନ କମ୍ପାନୀ ଭାରତ, ବ୍ରିଟେନ ଏବଂ ଜାପାନ ସମେତ ଅନେକ ଦେଶରେ ଏକ ଆକର୍ଷଣୀୟ ଯୋଜନା ଆରମ୍ଭ କରିଛନ୍ତି। କମ୍ପାନୀ ଲୋକଙ୍କ ଆଖି ପିତୁଳାକୁ ଟେଷ୍ଟ କରୁଛି। ଏବଂ ଏହାର ପ୍ରତିବଦଳରେ ସେମାନଙ୍କୁ ଡିଜିଟାଲ ଆଇଡି ଏବଂ ମାଗଣା କ୍ରିପ୍ଟୋକରେନ୍ସି ପ୍ରଦାନ କରୁଛି।

ଓପନଏଆଇର ସିଇଓ ସାମ ଅଲ୍ଟମ୍ୟାନ ଏନେଇ କହିଛନ୍ତି, ଏହି ପ୍ରୋଜେକ୍ଟ ମାଧ୍ୟମରେ ନୂତନ ପରିଚୟ ଏବଂ ଆର୍ଥିକ ନେଟୱାର୍କ ସୃଷ୍ଟି କରିବା ଆମର ଲକ୍ଷ୍ୟ। ଏଥିସହ ଡିଜିଟାଲ ଆଇଡି ବ୍ୟବହାରକାରୀ ପ୍ରମାଣ କରିପାରିବେ ସେମାନେ ମଣିଷ, ରୋବଟ୍‌ ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri