ଖୋଲିଲା ଜି. ଉଦୟଗିରି ମହିଳା ମହାବିଦ୍ୟାଳୟ: ଆରମ୍ଭ ହେଲା ପାଠପଢ଼ା

ଜି. ଉଦୟଗିରି,୮।୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାରା ରାଜ୍ୟରେ ଶୁକ୍ରବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ା ଆରମ୍ଭ ହୋଇଛି। ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ମଧ୍ୟ ଆଜିଠାରୁ ପାଠପଢା ଆରମ୍ଭ ହୋଇଛି। ଛାତ୍ରୀମାନେ କୋଭିଡ ନିୟମ ମାନି ସାମାଜିକ ଦୂରତ୍ୱ ରକ୍ଷା କରି କଲେଜକୁ ଆସିଛନ୍ତି। ସେମାନେ ପ୍ରଥମେ ହାତ ସାନିଟାଇଜ କରି ମାସ୍କ ପିନ୍ଧି ଶ୍ରେଣୀ ଗୃହକୁ ପ୍ରବେଶ କରିଛନ୍ତି। କଲେଜକୁ ପୂର୍ବରୁ ସାନିଟାଇଜ କରାଯାଇଥିଲା ବୋଲି ଅଧ୍ୟକ୍ଷ ଶିବରମ ସାହୁ କହିଛନ୍ତି । ପିଲାଙ୍କ ମଧ୍ୟରେ ବିଭିନ୍ନ ଗ୍ରୁପ କରି କମପିଲାଙ୍କୁ ପାଠପଢା ଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri