ଓଡ଼ିଶାରେ ଟେକ୍ସଟାଇଲ ମିଲ ଖୋଲିଲେ ଦାଦନ ଦୁଃଖ ଦୂର ହେବ-ରାୟଗଡ଼ା ବିଧାୟକ

ରାୟଗଡ଼ା,୨୭/୯(ଆଶିଷ ରଞ୍ଜନ ପଣ୍ଡା)- ବ୍ରହ୍ମପୁର-ଉଧନା ଅମୃତ ଭାରତ ଟ୍ରେନ ସ୍ୱାଗତ ସମାରୋହରେ ରାୟଗଡ଼ା ରେଳ ଷ୍ଟେସନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅମୃତ ଭାରତ ଟ୍ରେନକୁ ସ୍ୱାଗତ କରିଥିଲେ ବିଧାୟକ ଆପଲସ୍ୱାମୀ କାଡ୍ରାକା । ଏହି ଅବସରରେ ଉଦବୋଧନ ଦେଇ ଉକ୍ତ ଟ୍ରେନଟି ଓଡ଼ିଶାର ବ୍ରହ୍ମପୁର ଠାରୁ ଆରମ୍ଭ କରି ଆନ୍ଧ୍ରପ୍ରଦେଶ ରାଜ୍ୟ ଦେଇ ରାୟଗଡ଼ା, ଜେକେପୁର, ବିଷମକଟକ, ମୁନିଗୁଡ଼ା ସମେତ ପଡ଼ୋଶୀ କଳାହାଣ୍ଡି, ସମ୍ବଲପୁର ଓ ଅନ୍ୟ ଜିଲାରୁ ଗୁଜରାଟ ସୁରଟକୁ ଦାଦନ ଖଟିବାକୁ ଯାଉଥିବା ଲୋକେ ଏହାର ସୁବିଧା ଉଠାଇ ପାରିବେ । ତେବେ ବାହାର ରାଜ୍ୟକୁ ଲୋକେ ଦାଦନ ଖଟିବାକୁ ଯିବା ଅପେକ୍ଷା ଯଦି ଡବଲ ଇଞ୍ଜିନ ସରକାର ଓଡ଼ିଶାରେ ଏକ ଟେକ୍ସଟାଇଲ ମିଲ ଖୋଲିବେ ତେବେ ଯୁବପିଢ଼ି ଘର ପାଖରେ ରହି ଅର୍ଥ ଉପାର୍ଜନ କରିପାରିବେ ବୋଲି ବିଧାୟକ କାଡ୍ରାକା କହିଥିଲେ । ଏହା ସହିତ ତାମିଲନାଡ଼ୁ ଓ କେରଳ ରାଜ୍ୟକୁ ମଧ୍ୟ ନୂତନ ଟ୍ରେନ ରାୟଗଡ଼ା ଠାରୁ ଚଳାଚଳ ପାଇଁ ଦାବି କରିଛନ୍ତି ବିଧାୟକ କାଡ୍ରାକା । ଏତଦବ୍ୟତିତ ଗତ ଜାନୁଆରି ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ରାୟଗଡ଼ା ରେଳ ଡିଭିଜନ ଶିଳାନ୍ୟାସ କରିଛନ୍ତି ହେଲେ ଡିଭିଜନ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି ବୋଲି କହିଛନ୍ତି ବିଧାୟକ କାଡ୍ରାକା । ତେ


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri