Posted inଖେଳ

ଏହି ଦୁଇ କ୍ରିକେଟରଙ୍କ ପ୍ରଶଂସାରେ ଶତମୁଖ ପୂଜାରା: କହିଲେ ସେମାନଙ୍କପାଇଁ ଖେଳିପାରିଲି ସ୍ବାଭାବିକ ଖେଳ

ନୂଆଦିଲ୍ଲୀ, ୨୯।୧: ଭାରତୀୟ କ୍ରିକେଟ ଟିମ୍‌ର ନୂଆ ‘ଓ୍ବାଲ୍‌’ କୁହାଯାଉଥିବା ଚେତେଶ୍ୱର ପୂଜାରା ଦୁଇ ପ୍ରମୁଖ ସାଥୀ ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଶୁଭମନ ଗିଲ ଏବଂ ରୋହିତ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଶୈଳୀ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷରେ ନିଜର ସ୍ବାଭାବିକ ଖେଳ ଖେଳିବାକୁ ବାଟ କଡ଼ାଇନେଇଥିଲା। ଉଭୟଙ୍କ ସହ ଖେଳିବାକୁ ମଜାଲାଗେ। ଦ୍ୱିତୀୟ ସାଥୀ ବୋଲର୍‌ ଆକ୍ରମକ ଢ଼ଙ୍ଗରେ ଖେଳିଲେ ନିଜର ଖେଳ ମଧ୍ୟ ଅନୁରୂପ ଭାବେ ସ୍ବାଭାବିକ ହୋଇଥାଏ ବୋଲି ସେ କହିଛନ୍ତି।

ଏହାଛଡ଼ା ସେ ମହାନ ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବ ଭାରତୀୟ ଅଧିନାୟକ ବିରେନ୍ଦ୍ର ସେହଓ୍ବାଗଙ୍କ ସହ ବ୍ୟାଟିଂକୁ ମନେ ପକାଇଛନ୍ତି। ମୁଁ ତାଙ୍କ ସହ ବ୍ୟାଟିଂ କରିଛି। ସେ ଚମତ୍କାର ବ୍ୟାଟିଂ କରି ବିରୋଧି ଟିମ୍‌ ବୋଲର୍‌ଙ୍କ ଉପରେ ଚାପ ପକାଇଥାନ୍ତି। ଏହା ଭଲ ଭାଗିଦାରୀ ନିମନ୍ତେ ବାଟ କଡ଼ାଇ ଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ଚ୍ୟାଲେଞ୍ଜ: ସୁପରନୋଭାସ- ଟ୍ରେଲବ୍ଲେଜର୍ସ ଫାଇନାଲ

ଶାରଜା: ଏଠାରେ ଚାଲିଥିବା ମହିଳା ଟି୨୦ ଚ୍ୟାଲେଞ୍ଜରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ସୁପରନୋଭାସ ୨ ରନରେ ଟ୍ରେଲବ୍ଲେଜର୍ସକୁ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ଭାଗ ନେଇଥିବା ୩ଟି...

ବାର୍ସିଲୋନାକୁ ଟେବୁଲ ଟପ୍‌ରେ ପହଞ୍ଚାଇଲେ ମେସି

ମାଡ୍ରିଡ୍‌,୨।୧୨- ଷ୍ଟାର ଫୁଟବଲର ଲିଓନେଲ ମେସିଙ୍କ ଦମ୍‌ରେ ବାର୍ସିଲୋନା ଲା ଲିଗା ଲିଗ୍‌ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ବାର୍ସିଲୋନା ୧-୦...

ଏଣିକି ଅର୍ଜୁନ ତେନ୍ଦୁଲକରଙ୍କ ସ୍ଥାନରେ ମୁମ୍ବାଇ ପାଇଁ ଖେଳିବେ ଏହି ଧୁରନ୍ଧର; ଜାଣନ୍ତୁ କିଏ ସେ …

ଦୁବାଇ,୩୦।୯: ଆଇପିଏଲ୍‌ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ନିଜ ଦଳରେ କିଛି ପରିବର୍ତ୍ତନ କରିଛି। ପୂର୍ବ ଭାରତୀୟ ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର...

ଖେଳ ମଝିରେ ଇରଫାନ୍‌ଙ୍କୁ ଅପହରଣ କରିନେବାର ଧମକ ଦେଇଥିଲେ ଏହି ପାକିସ୍ତାନୀ ବୋଲର୍‌; ଧୋନୀ ସହ ମିଶି ଏପରି ଜବାବ…

ନୂଆଦିଲ୍ଲୀ,୯।୭: ଭାରତ-ପାକିସ୍ତାନ କ୍ରିକେଟ ଟିମ୍‌ ମଧ୍ୟରେ ଯେତେବେଳେ ବି କୌଣସି ମୁକାବିଲା ହୋଇଥାଏ ତାହା ରୋମାଞ୍ଚକର ହୋଇଥାଏ। ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଏକପ୍ରକାର ପ୍ରତିନ୍ଦ୍ୱନ୍ଦିତା...

ବାୟୋ-ବବଲ ମୁକ୍ତ ହୋଇପାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ

ନୂଆଦିଲ୍ଲୀ, ୨୫ା୪: କ୍ରିକେଟରମାନଙ୍କ ମାନସିକ ଅବସ୍ଥାର ହିତ ଦୃଷ୍ଟିରୁ ଆସନ୍ତା ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ବାୟୋ-ବବଲ ରହି ନ...

ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ନିରପେକ୍ଷ; ଭେନ୍ୟୁ କଥା ଉଠାଇବ ଏଆଇଟିଏ

ନୂଆଦିଲ୍ଲୀ, ୧୯ା୮(ପି.ଟି.)-ଇସ୍‌ଲାମାବାଦ୍‌ଠାରେ ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚକୁ ଏକ ନିରପେକ୍ଷ ଭେନ୍ୟୁରେ କରାଇବା କେତେ ଜରୁରି ତାହା ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ...

ଫେଲ୍‌ ମାରିଲେ କୋହଲି

ଲଣ୍ଡନ,୧୫ ।୮: ଦୁଇ ଓପନର ରୋହିତ ଶର୍ମା (୨୧) ଓ ଲୋକେଶ ରାହୁଲ (୫) ବିଫଳ ହେବା ପରେ ସବୁ କିଛି ନିର୍ଭର କରୁଥିଲା ଅଧିନାୟକ...

ଆଶେସ୍‌ ତୃତୀୟ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୫୯

ଲିଡ୍ସ, ୨୫।୮(ଏଏଫ୍‌ପି)- ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ୍‌ ହାରି...

Advertisement
Archives

Model This Week