ଅପରେଶନ କାଭେରୀ: ସୌଦିରେ ପହଞ୍ଚିଲେ ୧୩୫ ଭାରତୀୟ…

ଜେଦା,୨୬।୪ : ଗୃହଯୁଦ୍ଧଗ୍ରସ୍ତ ସୁଦାନରୁ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ବୁଧବାର ସୁଦାନରେ ଫସି ରହିଥିବା ୧୩୫ ଜଣ ଭାରତୀୟଙ୍କ ତୃତୀୟ ବ୍ୟାଚ ସୌଦିଆରବର ଜେଦାରେ ପହଞ୍ଚିଛନ୍ତି। ଭାରତୀୟ ବାୟୁସେନା ସି-୧୩୦ଜେ ବିମାନରେ ସେମାନେ ଜେଦାରେ ପହଞ୍ଚିଛନ୍ତି। ଏହାପୂର୍ବରୁ ଜେଦା ବିମାନବନ୍ଦରରେ ପହଞ୍ଚିଥିବା ୧୪୮ ଭାରତୀୟଙ୍କ ଦ୍ୱିତୀୟ ବ୍ୟାଚକୁ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ସ୍ବାଗତ କରିଥିଲେ।

ଏହା ସହିତ ନାଭାଲ ଶିପ ଆଇଏନଏସ ସୁମେଧା ୨୭୮ ଯାତ୍ରୀଙ୍କ ସହ ଆଜି ଜେଦା ବନ୍ଦରରେ ପହଞ୍ଚିଛି। ଏହି ସୂଚନା ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଦେଇଛି। ମନ୍ତ୍ରଣାଳୟ ଟୁଇଟ କରି କହିଛି, ଅପରେଶନ କାଭେରୀ ଜାରି ରହିଛି।

ସୁଦାନରେ ପ୍ରାୟ ୪ ହଜାର ଭାରତୀୟ ରହିଥିବା କୁହାଯାଉଛି। ସେମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ଲାଗି ସରକାରଙ୍ପକ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ,...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି...

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି।...

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ...

ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ

ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri